ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା। ଆନ୍ଦୋଳନର ୧୦ ମିନିଟ ପରେ ବିକ୍ଷୋଭକାରୀମାନେ ପୋଲିସକୁ ହଟାଇ ଫାଟକ ଖୋଲି ଜିଲାପାଳଙ୍କ ଅଫିସ ଭିତରେ ଧସେଇ ପଶିଥିଲେ। ଏବେ ମଧ୍ୟ ସେଠାରେ ଉତ୍ତେଜନା ଲାଗି ରହିଛି।


All Right Reserved By Dharitri.Com

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ...

୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ

କାଳିଆପାଣି,୧୦ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ...

ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ...

ମୟୂରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ସରିଲା

ବାରିପଦା ଅଫିସ,୩୦ା୮- ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ବେଲଗଡିଆ ରାଜ ପ୍ରାସାଦରେ ଅନୁଷ୍ଠିତ ହେଉଥିବା ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜ ଏମପି ବିଶେଶ୍ୱର...

ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର...

ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା, ଭଣଜା ଅଟକ

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା...

ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟ, ୨୩।୧୧(ଡି.ଏନ୍‌.ଏ.)-ଦିବ୍ୟାଙ୍ଗହେଲେ ବି ମନରେ ଅଦମ୍ୟ ସାହସ। ‘ଝିଅ ବଞ୍ଚାଅ- ଦେଶ ବଞ୍ଚାଅ’, ‘ରକ୍ତଦାନ – ମହାପୁଣ୍ୟ’ ଏବଂ ‘ଯେକୌଣସି ଗାଡ଼ି ଚଳାଇବାବେଳେ ମୋବାଇଲ୍‌ ଫୋନ୍‌ରେ...

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା...

Leave a comment

Your email address will not be published. Required fields are marked *