ଆଜି ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୩୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ ଚିହ୍ନଟ ହୋଇଥିବା ବେଳେ ୬୮ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୨ ଏବଂ ସମ୍ବଲପୁରରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୮, ବରଗଡ଼ ୨, ଭଦ୍ରକ ୧, ବଲାଙ୍ଗୀର ୧, ବୌଦ୍ଧ ୫, କଟକ ୧୧, ଦେବଗଡ଼ ୨, ଢେଙ୍କାନାଳ ୨, ଗଜପତି ୩, ଯାଜପୁର ୬, ଝାରସୁଗୁଡ଼ା ୧, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୩, କୋରାପୁଟ ୧, ମୟୂରଭଞ୍ଜ ୫, ନବରଙ୍ଗପୁର ୨, ନୟାଗଡ଼ ୧୩, ନୂଆପଡ଼ା ୩, ପୁରୀ ୧୩, ରାୟଗଡ଼ାରୁ ୪ ଏବଂ ସୋନପୁରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୩୩୨ରେ ପହଞ୍ଚିଥିବା ବେଳେ ୧୩,୨୨,୬୪୯ ଜଣ ସୁସ୍ଥ ହୋଇଛନ୍ତି। ୧୪୩୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri