ନାଳକୁ ଖସିଲା କାର: ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳୁ ଏକ କାରର ପଛ ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ନାଳ ତଳକୁ ଖସି ପଡିଛି। ବାଇପାସ୍‌ ଦେଇ କାରଟି ମଙ୍ଗଳପୁର ଅଭିମୁଖେ ଯାଉଥିବାବେକେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ କାରର ଚାଳକ ଅଳ୍ପକେ ବର୍ତ୍ତି ଯାଇଥିଲେ। ଚାଳକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।


All Right Reserved By Dharitri.Com

ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ...

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ...

ଚାହିଦା ଥାଇ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର,୨ା୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ବଣପାହାଡରୁ ମିଳୁଥିବା ଖାଦ୍ୟଶସ୍ୟ ଫଳମୂଳ, ପନିପରିବା ଆଦିର ଚାହିଦା ସହରାଞ୍ଚଳରେ ଅଧିକ ରହିଛି । କିନ୍ତୁ ଉପଯୁକ୍ତ ସହାୟତା ଓ ବଜାରର ଅଭାବ...

ସରକାରୀ ଯୋଜନାର ବହୁତ୍‌ ଦୂରେ କ୍ଷେତ୍ର: ବଁଚ୍‌ବାର ରାହା ଦେଖେଛେ ମହୁରୀ

ପର୍ଲା, ୧୮।୧୨ (ଡି.ଏନ୍‌.ଏ.)-ସମିଆ ଆର ପରିସ୍ଥିତି ସବୁକେ ଉଲଟ ପାଲଟ କରିଦେସି। ହେଲେ ସମିଆ ଆର ପରିସ୍ଥିତି ସଂଗେ ଯେ ଯୁଝି ଜାନିଛେ ସେ ଜୀବନ୍‌ରେ...

ଖଟିଆରେ ବୁହାହେଲେ ଗର୍ଭବତୀ: ସାଧାରଣରେ ଅସନ୍ତୋଷ

ବିଜେପୁର,୧୯।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କନଡିହି ଗ୍ରାମକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତାରେ କଲଭର୍ଟ କାମ ଚାଲିଥିବାରୁ ରବିବାର ଜଣେ ଗର୍ଭବତୀଙ୍କୁ ଖଟିଆରେ...

ତେଜରାତି ଦୋକାନରେ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ସାମଗ୍ରୀ

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗୋଦାବରୀଶନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଦୋକାନର...

ଟ୍ରାନ୍ସଫର୍ମରରେ ଲାଗି ୫ ମଇଁଷି ମୃତ

କୁକୁଡ଼ାଖଣ୍ଡି,୨୭।୧୦- କୁକୁଡ଼ାଖଣ୍ଡି ବ୍ଲକ ଗୁରୁଣ୍ଠୀ ପଞ୍ଚାୟତ ପଞ୍ଚଶକ୍ତି ମନ୍ଦିର ସମ୍ମୁଖରେ ଥିବା ରାଇସ ମିଲ ପାର୍ଶ୍ୱ ଏକ ମୁକୁଳା ଟ୍ରାନ୍ସଫର୍ମରେ ଲାଗି ଡି.ରବି ପାତ୍ରଙ୍କ ୫ଟି...

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ...

Leave a comment

Your email address will not be published. Required fields are marked *