୫ ବର୍ଷର ବାଳକ ତାଏକୋଣ୍ଡୋରେ କଲେ ଗିନିଜ୍‌ ରେକର୍ଡ

ହାଇଦ୍ରାବାଦ୍‌,୧୪।୧: ବୟସ ୫ ବର୍ଷ। ମାତ୍ର ତାଏକୋଣ୍ଡୋରେ ୧୨ଶହ ଥର ନନ୍‌ ଷ୍ଟପ୍‌ ନି ଷ୍ଟ୍ରାଇକ୍‌ କରିବାର ଗିନିଜ୍‌ ରେକର୍ଡ ତାଙ୍କ ନାମରେ ରହିଛି। ସେ ହେଉଛନ୍ତି ହାଇଦ୍ରାବାଦ୍‌ର ଅଶମନ୍‌ ତନେଜା। ଲଗାତାର ଏକ ଘଣ୍ଟା ଧରି ସେ ଏଭଳି କରିଛନ୍ତି। ପ୍ରତିଦିନ ଅଭ୍ୟାସ କରିବା ଯୋଗୁ ଏହାର ସମ୍ଭବ ହୋଇପାରିଥିବା ପିତା ଆଶିଷ ତନେଜା କହିଛନ୍ତି। ଅଶମନ୍‌ଙ୍କ ଭଉଣୀ ତାଙ୍କୁ ଏନେଇ ପ୍ରଶିକ୍ଷଣ ଦେଇଥିବା ସେ କହିଛନ୍ତି। ଏହି ସଫଳତା ତାଙ୍କ ଭଉଣୀଙ୍କର ବୋଲି ଅଶମନ୍‌ କହିଛନ୍ତି। ସେ ମଧ୍ୟ ଜଣେ ତାଏକୋଣ୍ଡୋ ଖେଳାଳି। ସେ ୨ଟି ବିଶ୍ୱ ରେକର୍ଡ କରିଛନ୍ତି। ଭଉଣୀଙ୍କ ରେକର୍ଡ ଦେଖି ଦିନେ ସେଭଳି କରିବାକୁ ଅଶମନ୍‌ ଆଶା ବାନ୍ଧିଥିବା କହିଛନ୍ତି।


All Right Reserved By Dharitri.Com

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ପୋଚେଫ୍ସଟ୍ରୁମ୍‌,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ...

ଓଜନିଆକିଙ୍କୁ ହରାଇଲେ ଆଣ୍ଡ୍ରେସ୍କୁ

ନ୍ୟୁୟର୍କ,୧।୯-ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୧୫ତମ ସିଡ୍‌ ତଥା କାନାଡାର ବିନାକା ଆଣ୍ଡ୍ରେସ୍କୁ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶନିବାର...

ଦୁଇଜଣ ମା’ ଚାହିଁଲେ କରିପାରିବେ ସନ୍ତାନ ପ୍ରସବ

ଚାଇନିଜ୍‌ ଏକାଡେମୀ ଅଫ୍‌ ସାଇନ୍‌ସେସ୍‌ର ବିଶେଷଜ୍ଞଙ୍କ ମତରେ ୨ ଜଣ ମା’ ଚାହିଁଲେ ସନ୍ତାନ ଜନ୍ମ କରିପାରିବେ। ଏଥିପାଇଁ ପିତାଙ୍କର କୌଣସି ଆବଶ୍ୟକତା ନାହିଁ। ଦୁଇଟି...

ପ୍ରଥମ ଦରମା ଟଙ୍କାରେ ମା’ବାପାଙ୍କ ପାଇଁ ଶାଢ଼ି ଓ ଧୋତି କିଣିଥିଲି: ମନୋରଞ୍ଜନ(ସମାଲୋଚକ ଓ କବି)

ଯାଜପୁର ଜିଲା ସୁକିନ୍ଦା ଅନ୍ତର୍ଗତ ହରିପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ ମହାଦେବ ଉଚ୍ଚ ବିଦ୍ୟାଳୟରୁ ୧୯୭୫ ମସିହାରେ ଏକାଦଶ ପାସ୍‌ କରିବା ପରେ କଟକ...

ସେଲସ୍‌ ଟାର୍ଗେଟ୍‌ ପୂରଣ ନ କରି ପାରିବାରୁ ନିଜକୁ ଦଣ୍ଡିତ କରି ଆଣ୍ଠେଇଲେ ଅଧିକାରୀ

ବେଜିଂ,୨୨।୧: ଏବେ ଚାଇନାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କିଛି ଲୋକ ଆଣ୍ଠେଇ ଥିବାର ଦେଖିବାକୁ ମିଳୁଛି। ପ୍ରକୃତରେ...

କେପିଏଲ୍‌ ଫିକ୍ସିଂ: ନିଜ ଆଡ଼ୁ ତଦନ୍ତ କରୁଛି ବିସିସିଆଇ

ମୁମ୍ବାଇ,୯।୧୧-କର୍ନାଟକ ଉଇକେଟ କିପର ସି.ଏମ୍‌. ଗୌତମ ଓ ମିଜୋରାମ ଅଧିନାୟକ ଆବରାର କାଜି ନିକଟରେ କ୍ରାଇମ ବ୍ରାଞ୍ଚ ଦ୍ୱାରା ଗିରଫ ହେବା ପରେ ବିସିସିଆଇର ଚିନ୍ତା...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର।...

ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍‌

ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍‌ବଲ ଟିମ୍‌ର ସିଙ୍ଗାପୋରିଆନ କୋଚ୍‌ ଆକବର...

Leave a comment

Your email address will not be published. Required fields are marked *