Posted inଜାତୀୟ

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ ହୋଇଥିବା ହିମ ସ୍ଖଳନରେ ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ ୫ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ହିମସ୍ଖଳନରେ ତଳେ ଚାପି ହୋଇ ରହିଥିବା କେତେକ ଯବାନଙ୍କୁ ଉଦ୍ଧାର କରାଯାଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ଯବାନ ନିଖୋଜ ଥିବା କୁହାଯାଉଛି। ରାମପୁର ଏବଂ ଗୁରେଜ ସେକ୍ଟରରେ ଏକାଧିକ ସ୍ଥାନରେ ହିମସ୍ଖଳନ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By Dharitri.Com

ଜାତୀୟ ଶିକ୍ଷାନୀତି ଚିଠା ଚୂଡ଼ାନ୍ତ

ନୂଆଦିଲ୍ଲୀ,୩୦ା୧୦: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଶିକ୍ଷାନୀତି ଚିଠା ପ୍ରସ୍ତୁତ ହେବାର ପ୍ରାୟ ୫ ମାସ ପରେ ଜନସାଧାରଣଙ୍କ ମତାମତ ପାଇଁ ଏହାକୁ...

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ...

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡି କର୍ମୀ

କଟନି,୨୩।୮: ମଧ୍ୟପ୍ରଦେଶର କଟନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ...

କଂଗ୍ରେସ, କେଜରିଓ୍ବାଲଙ୍କ ଉପରେ ବର୍ଷିଲେ ଶାହା

ନୂଆଦିଲ୍ଲୀ,୫।୧: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସୃଷ୍ଟି ହୋଇଥିବା ହିଂସା ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ...

ଅକ୍ଟୋବରରେ ଚାଇନା ସୀମାରେ ଭାରତୀୟ ସେନା ଓ ବାୟୁସେନାର ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୧୧।୯: ଚାଇନା ସୀମାରେ ଭାରତ ଅକ୍ଟୋବରରେ ଶକ୍ତି ପ୍ରଦର୍ଶନ କରିବ। ଅରୁଣାଚଳପ୍ରଦେଶରେ ହେବାକୁଥିବା ଏହି ମିଳିତ ସମରାଭ୍ୟାସରେ ଭାରତୀୟ ସେନା ସହିତ ବାୟୁସେନା ସାମିଲ୍‌ ହେବ।...

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର...

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

ନୂଆଦିଲ୍ଲୀ,୨୨।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ରବିବାର ଆୟୋଜିତ ହୋଇଥିଲା ଏକ ନିର୍ବାଚନୀ ସଭା। ଏଥିରେ ଯୋଗ ଦେଇଥିଲେ ଭାଜପା ନେତା ନରେଶ...

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା...

Leave a comment

Your email address will not be published. Required fields are marked *