Posted inଖେଳ

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ ବ୍ୟାଟିଂ କରିବ ଭାରତ

ମୁମ୍ବାଇ,୧୪।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ୩ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଟସ୍‌ ହାରିବା ପରେ ଭାରତୀୟ ଅଧିନାୟକ କୋହଲି କହିଛନ୍ତି, ଟସ୍‌ ଜିତିଥିଲେ ଆମେ ମଧ୍ୟ ପିଚ୍‌କୁ ଦେଖି ବୋଲିଂ ନିଷ୍ପତ୍ତି ନେଇଥାନ୍ତୁ। ଉଭୟ ଦଳ ପ୍ରଥମ ମ୍ୟାଚ୍‌ ଜିତି ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବେ। ଭାରତୀୟ ଦଳ ନୂଆବର୍ଷରେ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ ଜିତିଛି। ତେଣୁ ଦଳର ଖେଲାଳିମାନେ ପୂରା ଫର୍ମରେ ଅଛନ୍ତି।


All Right Reserved By Dharitri.Com

Posted inଖେଳ View All

କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍‌ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୦।୪ (ଏଏଫ୍‌ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର...

ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା...

ବିଜୟ ଶଙ୍କରଙ୍କ ଉପରେ ରାଗିଲେ ଫ୍ୟାନ୍‌: କହିଲେ, ତୁମଠୁ ଭଲ ଲାଲୁ ଜୀ ଖେଳିଥାନ୍ତେ

ମାଞ୍ଚେଷ୍ଟର,୨୮।୬:ଆଇସିସି କ୍ରିକେଟ ବିଶ୍ୱକପର ଏକ ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। କେବଳ ବିଜୟ ଶଙ୍କରଙ୍କୁ ଛାଡି ସବୁ...

ଅଶୋକ ଦିଓ୍ବାନ ଏବେ ସୁସ୍ଥ, ଆମେରିକାରୁ ଫେରିବେ

ନୂଆଦିଲ୍ଲୀ,୬।୫(ପି.ଟି.): ବିଶ୍ୱକପ୍‌ ବିଜେତା ପୂର୍ବତନ ହକି ଗୋଲକିପର ଅଶୋକ ଦିଓ୍ବାନ ଏବେ ସୁସ୍ଥ ଅଛନ୍ତି। ସେ ଏବେ ଆମେରିକାରୁ ସ୍ବଦେଶ ଫେରିବେ। କରୋନା ଭାଇରସ ମହାମାରୀ...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି ।...

ସିନ୍ଧୁ ହାରିଲେ, ସେମିରେ ପ୍ରଣୀଥ

ଟୋକିଓ,୨୬।୭- ଚଳିତ ସିଜନରେ ଭଲ ଫର୍ମରେ ଥିବା ଭାରତୀୟ ଶଟଲର ବି. ସାଇ ପ୍ରଣୀଥ ସହଜ ବିଜୟ ସହ ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍‌ମିଣ୍ଟନ...

ଅଭିଷେକ ସିଏବିର ସର୍ବକନିଷ୍ଠ ସଭାପତି

କୋଲକାତା, ୬।୨ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ସ୍ବର୍ଗତ ଜଗମୋହନ ଡାଲମିୟାଙ୍କ ପୁଅ ଅଭିଷେକ ସିଏବିର ନୂଆ ସଭାପତି ହୋଇଛନ୍ତି।...

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ...

Leave a comment

Your email address will not be published. Required fields are marked *