ସୋମନାଥ ନନ୍ଦ ହେଲେ ବିଓବିର ନୂତନ କ୍ଷେତ୍ରୀୟ ମୂଖ୍ୟ

ଭୁବନେଶ୍ୱର,୨-୬: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ନୂତନ କ୍ଷେତ୍ରୀୟ ମୂଖ୍ୟ ଭାବେ ଉପମହାପ୍ରବନ୍ଧକ ସୋମନାଥ ନନ୍ଦ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ସେ ବ୍ୟାଙ୍କିଙ୍ଗ ଶିଳ୍ପ ସହ ଗତ ୩୬ ବର୍ଷ ହେବ ଜଡିତ ଅଛନ୍ତି। ବିଜୟା ବ୍ୟାଙ୍କରେ କାର୍ଯ୍ୟ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି। ଏହା ପୂର୍ବରୁ ସେ ବାଙ୍ଗାଲୋର ମୁଖ୍ୟ କାର୍ଯ୍ୟାଳୟରେ ସିଆଣ୍ଡଆଇ ବିଭାଗର ଉପମହାପ୍ରବନ୍ଧକ ଭାବେ କାର୍ଯ୍ୟ କରିଛନ୍ତି।


All Right Reserved By

ୟୁନାଇଟେଡ ବ୍ୟାଙ୍କର ଆର୍ଥତ୍କ ଫଳାଫଳ

କଲିକତା,୧୫-୫: ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨.୦୮ ଲକ୍ଷ...

ପାଇକାରୀ ମୁଦ୍ରାସ୍ଫୀତି ୨୨ ମାସର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୫-୬: ପାଇକାରୀ ମୁଦ୍ରାସ୍ଫୀତି ହାର ମେ’ରେ ୨.୪୫% ରେକର୍ଡ କରାଯାଇଛି। ଏହା ୨୨ ମାସର ସର୍ବନିମ୍ନ ସ୍ତର କୁହାଯାଉଛି। ଏଥିପୂର୍ବରୁ ୨୦୧୭ ଜୁଲାଇରେ ଏହା ୧.୮୮%...

୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି

ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି, ଯାହା କି ଅଦ୍ୟାବଧି...

ଜେଟ୍‌ ଏୟାରଓ୍ବେଜ ନେଇ ମାଲ୍ୟାଙ୍କ ଅଭିଯୋଗ;ସରକାର ଘରୋଇ କମ୍ପାନୀଙ୍କ ପ୍ରତି ଭେଦଭାବ କରୁଛନ୍ତି

ନୂଆଦିଲ୍ଲୀ,୧୮-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯାଇଛି। କିଙ୍ଗଫିଶର ଏୟାରଲାଇନ୍ସର ପୂର୍ବତନ ମାଲିକ ତଥା ମଦ ବ୍ୟବସାୟୀ ବିଜୟ ମାଲ୍ୟା ଦୁଃଖ ବ୍ୟକ୍ତ କରିଛନ୍ତି। ଘରୋଇ ଏୟାରଲାଇନ୍ସକୁ...

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ...

ସେନ୍‌ସେକ୍ସ ୬୨୪ ପଏଣ୍ଟ ହ୍ରାସ

ମୁମ୍ବାଇ,୧୪-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ୟାକେଜ ଘୋଷଣାରେ ବିଳମ୍ବ ତଥା ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା କାରଣରୁ ମଙ୍ଗଳବାର...

ସୋମବାରଠାରୁ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ସୋମବାରଠାରୁ ସାରାଦେଶରେ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ କରିବେ। ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ ଏହି ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ଦେଶରେ...

୧୦୫୦ କୋଟିରେ ବିଗ୍‌ ଏଫ୍‌ଏମ୍‌କୁ ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୨୮-୫: ଋଣରେ ବୁଡ଼ି ରହିଥିବା ଉଦ୍ୟୋଗପତି ଅନିଲ ଅମ୍ବାନୀ ବିଗ ଏଫ୍‌ଏମ୍‌ ଚଳାଉଥିବା ରିଲାଏନ୍ସ ବ୍ରଡ୍‌କାଷ୍ଟ ନେଟ୍‌ଓ୍ବର୍କ(ଆର୍‌ବିଏନ୍‌)କୁ ବିକ୍ରି କରିଦେବେ। ପ୍ରାୟ ୧୦୫୦ କୋଟି ଟଙ୍କାରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *