ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ବିଧି ଅନୁଯାୟୀ, ଭୋର ୫ଟା ୩୦ ମିନିଟ୍‌ରୁ ପୂଜାର୍ଚ୍ଚନା ଆରମ୍ଭ ହୋଇ ସକାଳ ୬ଟା ୨୦ମିନିଟ୍‌ରେ ସାହାଣ ମେଲା ହୋଇଥିଲା। ଦୁଇ ଭଉଣୀ ମା’ ତାରା ତାରିଣୀ ରାଜରାଜେଶ୍ବରୀ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଜିଲା ତଥା ଜିଲା ବାହାରୁ ଆସିଥିବା ଭକ୍ତମାନେ ମା’ ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।


All Right Reserved By Dharitri.Com

ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍‌

ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ...

ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ...

ବରଗଡ଼ ସିଟି ହସ୍‌ପିଟାଲ ଦାବି: ସେଲ୍ଫିଜୋନ୍‌ ଆଗରେ ସଚେତନ ନାଗରିକ ମଞ୍ଚର ଧାରଣା

ବରଗଡ଼ ଅଫିସ୍‌,୧।୨- ବରଗଡ଼ ସହରରୁ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି) ନିକଟକୁ ଜିଲା ମୁଖ୍ୟ ଡାକ୍ତରଖାନା ଉଠିଯିବା ପରେ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ...

ଗଞ୍ଜେଇ ଚୋରା ଚାଲାଣ : ଛତିଶଗଡ଼ ପୋଲିସ ଦ୍ୱାରା ୨ ଯୁବକ ଗିରଫ

ଚନ୍ଦାହାଣ୍ଡି, ୨୪।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନ ପୂଜାରୀଗୁଡା ଗ୍ରାମର ୨ ଯୁବକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଛତିଶଗଡ଼ ପୋଲିସ ଦ୍ୱାରା...

ବଣିଆ ନାଳକଡରୁ ଯୁବକଙ୍କକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବରୀ/ରତ୍ନଗିରି,୯ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ଥାନା ସୀମାନ୍ତ ବୋଦୁଅ ପଞ୍ଚାୟତର ଏରଡା ଗ୍ରାମ ନିକଟ ବଣିଆ ନାଳ କଡରୁ ସୋମବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।...

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ।...

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ...

ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ

ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା...

Leave a comment

Your email address will not be published. Required fields are marked *