ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍‌, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍‌ ସି ଓ ବି-୬ ମିଳିଥାଏ। ତେବେ ଜାଣନ୍ତୁ କିପରି ଭାବେ ସପୁରି ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ବିଷାଦ ଭଳି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଏହା ମୁକ୍ତି ଦେଇଥାଏ।

-ଯଦି ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥାଏ, ତେବେ ସପୁରି ଜୁସ୍‌ ପିଇଲେ ପ୍ରତିରୋଧକାରୀ ଶକ୍ତି ବଢ଼ିଥାଏ।

-ଏଥିରେ ଭିଟାମିନ୍‌ ସି’ ଭରପୂର ମାତ୍ରାରେ ରହୁଥିବାରୁ ପାଚନକ୍ରିୟାକୁ ସକ୍ରିୟ କରିଥାଏ। ଏହାର ଜୁସ୍‌ ପିଇବା ଫଳରେ ରକ୍ତହୀନତା ସମସ୍ୟାରୁ ମୁକ୍ତି ମିଳିଥାଏ। ଏହାକୁ ଆପଣ କାଟି ମଧ୍ୟ ଖାଇପାରିବେ।

-ଏହାକୁ ଖାଇବାର ଅନେକ ସମୟ ପର୍ଯ୍ୟନ୍ତ ଭୋକ ହୋଇ ନ ଥାଏ। ଫଳରେ ଓଜନ ସନ୍ତୁଳିତ ରହିଥାଏ। ଏଥିରେ ମାଙ୍ଗାନିଜ୍‌ ଗୁଣ ରହିଥିବାରୁ ଏହା ବିଭିନ୍ନ ହାଡ଼ଜନିତ ସମସ୍ୟାରୁ ମୁକ୍ତି ଦେଇଥାଏ।

-ଆଧୁନିକ ଜୀବନଶୈଳୀ କାରଣରୁ ଅନେକ ସମୟରେ ବ୍ୟକ୍ତି ବିଷାଦ ମଧ୍ୟକୁ ଚାଲିଯାଇଥାଏ। ସପୁରି ଜୁସ୍‌ ପିଇବା ଫଳରେ ଏଥିରୁ ମୁକ୍ତି ମିଳିଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ କ୍ୟାନ୍‌ସରରୁ ମୁକ୍ତି ଦେଇଥାଏ।


All Right Reserved By Dharitri.Com

ମସ୍ତିଷ୍କ କାର୍ଯ୍ୟଧାରାକୁ ସକ୍ରିୟ କରେ ଭିଟାମିନ୍‌ ‘ଡି’

ଭିଟାମିନ୍‌ ‘ଡି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଭିଟାମିନ୍‌ ‘ଡି’ଯୁକ୍ତ ଖାଦ୍ୟ ଖାଇଲେ ତାହା ମସ୍ତିଷ୍କର କାର୍ଯ୍ୟଧାରାକୁ ଆହୁରି ସକ୍ରିୟ କରିଥାଏ ବୋଲି ଏକ...

କଲେଜି ମସଲା

ଆବଶ୍ୟକ ସାମଗ୍ରୀ : ମଟନ କଲିଜା- ୫୦୦ଗ୍ରାମ ପିଆଜ- ୩ଟା(ପେଷ୍ଟ) ଟମାଟୋ- ୨ଟା(ପେଷ୍ଟ) ଲଙ୍କା, ଜିରା, ଧନିଆ ଗୁଣ୍ଡ- ୧ ଚାମଚ ଲେଖାଏ, ହଳଦୀ ଗୁଣ୍ଡ-...

ଦଶଟି କଥା

ବୟସ ବଢ଼ିବା ସହ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡିଥାଏ। ବିଶେଷ ଭାବରେ ଏହି ସମୟରେ ନିମ୍ନୋକ୍ତ ୧୦ଟି କଥାକୁ ଧ୍ୟାନ ଦେଲେ ତାହା...

ରସାବଳି

ଆବଶ୍ୟକ ସାମଗ୍ରୀ- ଏକ କପ୍‌ ପନିର, ଚିନି ପାଉଡର- ୧ କପ୍‌, ସୁଜି- ୨ ଚାମଚ, ବେକିଂ ସୋଡା- ଅଳ୍ପ ପରିମାଣରେ, ଅଳେଇଚ ପାଉଡର- ୧...

ହୃଦୟରୁ କରନ୍ତୁ ଏହି ୩ କାମ: ସମସ୍ତେ କରିବେ ପସନ୍ଦ

ପ୍ରାୟ ସମସ୍ତଙ୍କୁ ଏହା ପସନ୍ଦ ହୋଇଥାଏ ଯେ ତାଙ୍କୁ କିଏ ପସନ୍ଦ କରୁ, ତାରିଫ କରୁ। ସେ ଘର ହେଉ ଅବା ଅଫିସ। ସମସ୍ତଙ୍କ ମୁହଁରେ...

ବର୍ଷା ଦିନେ ଘରେ ବନାନ୍ତୁ ଚଟ୍‌ପଟା ମକା ଚାଟ୍‌

ବର୍ଷା ଦିନ ଆସିଲାଣି, ଘରେ ଛୁଆ ହୁଅନ୍ତୁ କି ବୟସ୍କ ସମସ୍ତେ ଗରମ ଗରମ ଓ ଚଟପଟା ଜିନିଷ ଖାଇବାକୁ ପସନ୍ଦ କରନ୍ତି। ପକୋଡି ସବୁବେଳେ...

ମର୍ଣ୍ଣିଓ୍ବାକ୍‌ ପରେ ପାଦତଳ ଦରଜ ଠିକ୍‌ କରେ ସୋରିଷ

ଦୀର୍ଘ ସମୟ ଧରି ଠିଆ ହେଲେ ଅବା ବସି ରହିଲେ ପାଦତଳ ଦରଜ ହୋଇଥାଏ। ବେଳେବେଳେ ପାଦ ଫୁଲି ଯାଇଥାଏ। ଫଳରେ ଚାଲିବା ବୁଲିବାରେ କଷ୍ଟ...

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ...

Leave a comment

Your email address will not be published. Required fields are marked *