ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୪ ସ୍ଥାନରେ ଚାଲିଛି ତନାଘନା

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜର ସୁରେଶ ଚନ୍ଦ୍ର ମିର୍ଞ୍ଚାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି। ସମ୍ବଲପୁର ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ରେଞ୍ଜରଙ୍କ ଘର ସମେତ ତାଙ୍କ ପଡ଼ିଆବାହାଲ ଅଫିସ, ପୈତୃକ ଗ୍ରାମ ସୁବନପୁର ବିଶିପଡ଼ା ଓ ପୁଟତବନ୍ଧସ୍ଥିତ ତାଙ୍କ ଜ୍ୱାଇଁ ପ୍ରଦୀପ ମିର୍ଞ୍ଚାଙ୍କ ଘରେ ମୋଟ୍‌ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି। ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ ସମ୍ପର୍କରେ ପରେ ସୂଚନା ଦିଆଯିବ ବୋଲି ଭିଜିଲାନ୍ସ ଟିମ୍‌ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା...

ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା...

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା...

ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ...

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର ଘଟଣା: ଜେଜେବିକୁ ଗଲେ ନାବାଳକ

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀ(୨୩)ଙ୍କୁ ସୋମବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ମଙ୍ଗଳବାର ଜଣେ...

ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ...

ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍‌: ଚଳନ୍ତା ବାଇକ୍‌ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା...

ମୃତଦେହକୁ ଝୁଣି ଖାଉଛନ୍ତି ବୁଲା କୁକୁର, କାହାରି ନିଘା ନାହିଁ

ନବରଙ୍ଗପୁର,୨।୧(ବି.ପ୍ର.): ନବରଙ୍ଗପୁର ଜିଲା ସଦର ମହକୁମା ଗାବ୍ରିଆଲଗୁଡ଼ା ନିକଟରେ ଥିବା କୁସୁମଝର ଡ୍ୟାମ୍‌ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିନେ କି ଦୁଇଦିନ ନୁହେଁ,...

Leave a comment

Your email address will not be published. Required fields are marked *