କୋଇଲା ବୋଝେଇ ଟ୍ରେନ୍‌ରୁ ୨ ବଗି ଅଲଗା

ରାୟଗଡ଼ା ଅଫିସ,୧୬।୧: ବିଷମକଟକ ଓ ସାନ ସାର୍ତେଲି ଷ୍ଟେଶନ ମଧ୍ୟରେ ଏକ ମାଲବାହୀ ଟ୍ରେନ୍‌ରୁ ୨ଟି ବଗି ଅଲଗା ହୋଇଯାଇଛି। ଫଳରେ ଉକ୍ତ ଟ୍ରାକ୍‌ରେ ଟେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ବିଷମକଟକ ଷ୍ଟେଶନରୁ ୩ କିଲୋମିଟର ଦୂରରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ୨ଟି ବଗି ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିଲା। ଫଳରେ ଦେଢ଼ ଘଣ୍ଟା ପର୍ଯ୍ୟନ୍ତ ଟ୍ରେନ୍‌ ଅଟକି ରହିଥିଲା। ଗୁରୁବାର ସକାଳ ୬ଟା ୩୦ରେ ଏହି ଟ୍ରେନଟି ବିଶାଖାପାଟଣାରୁ ଝାରସୁଗୁଡ଼ା ଯାଉଥିବା ସମୟରେ ଏପରି ଅଘଟଣ ଘଟିଥିଲା। ବଡ଼ ମଟକ ବାଡ଼ି ଗ୍ରାମ ନିକଟରେ ହଠାତ୍‌ ଟ୍ରେନର ପଛ ଦୁଇଟି ବଗି ଅଲଗା ହୋଇଯାଇଥିଲା। ଟ୍ରେନ୍‌ ଡ୍ରାଇଭର ଘଟଣା ବିଷୟରେ ଷ୍ଟେଶନମାଷ୍ଟରଙ୍କୁ ଅବଗତ କରିବା ପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି।


All Right Reserved By Dharitri.Com

ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର: ଉଦ୍‌ଘାଟନ କଲେ ଜିଲାପାଳ

ଛତ୍ରପୁର,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା...

ବଲାଙ୍ଗୀର ଟାଉନ ଥାନା କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି

ବଲାଙ୍ଗୀର ଅଫିସ, ୧୭।୭: ପାଟଣାଗଡ଼ ବିଧାୟକଙ୍କ ପରେ ବଲାଙ୍ଗୀରରେ ଏବେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜଣେ ବିଧବା ଆଦିବାସୀ ମହିଳାଙ୍କ ଜମି...

୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ

ରସୁଲପୁର,୧୯।୧(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦...

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ...

ନାଳରେ ବୁଡି ନାବାଳକ ମୃତ

କୋରାପୁଟ, ୧୪।୮(ସ୍ବ.ପ୍ର): କୋରାପୁଟ ଜିଲାର ଜଲାପୁଟ ପାଣ୍ଡି ଅନ୍ତର୍ଗତ ଝୁଲା ବ୍ରିଜ ନିକଟରେ ଥିବା ନାଳରେ ବୁଡି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ...

ଷ୍ଟ୍ରିଟ ଲାଇଟ୍‌ ଖୁଣ୍ଟରେ ଲାଗିଲା ସିସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୩୧।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ବିଦ୍ୟୁତ ସଞ୍ଚୟ ପାଇଁ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଏଣିକି ସହରରେ ସୂର୍ଯ୍ୟ ଉଇଁଲେ ଆପେ...

ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା: ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ ଭାଜପା

ରସୁଲପୁର,୫ା୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଜଟିଳ ହେବାରେ ଲଗିଛି। ଦିନକୁ ଦିନ...

ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ

ବୋଡେନ,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ବୋଡେନ ବ୍ଲକ ରାଜିବ ଗାନ୍ଧୀ ସେବା କେନ୍ଦ୍ରଠାରେ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ନେଇ ଏକ ବୈଠକ ଅନୁଷ୍ଠିତ...

Leave a comment

Your email address will not be published. Required fields are marked *