ମଣ୍ଡିରେ ପଡ଼ି ରହିଛି ଧାନ, ଜିଲା ଯୋଗାଣ ଅଧିକାରୀଙ୍କୁ ଚାଷୀଙ୍କ ଠେଲାପେଲା

ନୂଆପଡା ଅଫିସ,୧୬।୧: ନୂଆପଡା ମଣ୍ଡିରେ ତିନିଦିନ ଧରି ୫ହଜାର ବସ୍ତା ଧାନ ପଡ଼ି ରହିଛି। ଏହି ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଗୁରୁବାର ଘେରାଉ କରିଛନ୍ତି। ଏପରିକି ଅସନ୍ତୋଷ ଚାଷୀମାନେ ଅଧିକାରୀଙ୍କୁ ଠେଲାପେଲା କରିଥିବା ସୂଚନା ମିଳିଛି। ଠିକ ସମୟରେ ପୋଲିସ ପହଞ୍ଚିବା ଯୋଗୁ ଘଟଣା ନିୟନ୍ତ୍ରଣରେ ରହିଛି। ଅପରପକ୍ଷେ ଚାଷୀମାନେ ଧାରଣାରେ ବସି ରହିଥିବା ଜଣାପଡ଼ିଛି।


All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୨ା୧୧(ଡି.ଏନ୍‌.ଏ)- ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ...

କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି...

ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ

ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ...

ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ...

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ...

ସମ୍ପତ୍ତି ଭାଗବଣ୍ଟାରୁ ଆକ୍ରମଣ: ମା’ ମୃତ, ଝିଅ ପୁଅ ଗୁରୁତର

ଆସିକା,୨୪ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି।...

ରାଇଗୋଡ଼ା ଗ୍ରାମ ପୁନଃସ୍ଥାପନ କାର୍ଯ୍ୟ ସମୀକ୍ଷା: ୨୦ ମଧ୍ୟରେ ମିଳିବ ଅନୁକମ୍ପା ଅର୍ଥ

ଅନୁଗୋଳ ଅଫିସ, ୯।୮-ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସାରୁଆଳିକୁ ବିସ୍ଥାପିତ ହୋଇଥିବା ନୂଆ ରାଇଗୋଡ଼ା ଗ୍ରାମବାସୀଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ...

ବ୍ୟାଙ୍କ ନିକଟରୁ ଡିକି ଭାଙ୍ଗି ୧ଲକ୍ଷ ୬୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ରସୁଲପୁର,୧୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ କୁଆଖିଆ ବଜାରରେ ଥିବା କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନରେ ଲୁଟ୍‌ ହୋଇଛି। ପ୍ରଥମାଖଣ୍ଡ...

Leave a comment

Your email address will not be published. Required fields are marked *