Posted inଜାତୀୟ

ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ

ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍‌ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ସାମିଲ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସିଏଏ ବିରୋଧ ମାମଲାରେ ବୁଧବାର ଚନ୍ଦ୍ରଶେଖର ଆଜାଦ ଜାମିନ ପାଇ ବାହାରୁକ ଆସିଥିବା ବେଳେ ପୁଣିଥରେ ଏହି ବିରୋଧ ପ୍ରଦର୍ଶନରେ ସାମିଲ ହେବା ନେଇ ଏବେ ପ୍ରଶ୍ନ ଉଠିଛି। ସୂଚନାଯୋଗ୍ୟ, ସର୍ତ୍ତ ଅନୁସାରେ ଆଜାଦ ଆସନ୍ତା ୪ ସପ୍ତାହ ପର୍ଯ୍ୟନ୍ତ ଦିଲ୍ଲୀରେ ରହିବେ ନାହିଁ କିମ୍ବା ସାହିନ ବାଗ ମଧ୍ୟ ଯାଇପାରିବେ ନାହିଁ ବୋଲି କୋର୍ଟ କହିଥିଲେ। ଏଥିସହ କୌଣସି ବିକ୍ଷୋଭ ବା ଆନ୍ଦୋଳନ କରିପାରିବେ ନାହିଁ ବୋଲି ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଶୁକ୍ରବାର ସେ ପୁଣି ବିରୋଧ ପ୍ରଦର୍ଶନରେ ସାମିଲ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


All Right Reserved By Dharitri.Com

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ...

ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କଲେ ରୋଗୀ

ଇନ୍ଦୋର, ୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କ ସ୍ତ୍ରୀଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ...

ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍‌ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି...

ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍‌ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍‌ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା...

ବିଧାନସଭା ଉପନିର୍ବାଚନ ଫଳାଫଳ: ଭାଜପା ୨, କଂଗ୍ରେସ ୧ ସିଟ୍‌ରେ ଆଗୁଆ

ନୂଆଦିଲ୍ଲୀ,୨୭।୯:ଦେଶର ୪ଟି ରାଜ୍ୟର ୪ଟି ବିଧାସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଭୋଟିଂ ଗଣତି ଆରମ୍ଭ ହୋଇଯାଇଛି। ଦୁଇଟି ଆସନରେ ଭାଜପା ଆଗରେ ଥିବାବେଳେ ଗୋଟିଏ...

ଜେଲ ଗଲେ ଆଇଏଏସ୍‌ ଅଫିସର

ଥିରୁଭାନନ୍ଥପୁରମ୍‌,୫ା୮(ପି.ଟି.) :ଆଇଏଏସ୍‌ ଅଫିସର ଶ୍ରୀରାମ ଭେଙ୍କିଟରମନ୍‌ଙ୍କ କାର୍‌ ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ତାଙ୍କୁ ଜେଲ୍‌ ପଠାଇଦିଆଯାଇଛି। ଗିରଫ ଆଇଏଏସ୍‌ ଅଫିସରଙ୍କୁ ଏକ ଘରୋଇ ହସ୍ପିଟାଲରେ...

ବିହାରରେ ଭୀଷଣ ଗରମ: ଗୋଟିଏ ଦିନରେ ଗଲା ୧୧୨ଜଣଙ୍କ ଜୀବନ

ପାଟନା, ୧୭।୬: ପ୍ରଚଣ୍ଡ ଖରାରେ ଆଉଟୁ ପାଉଟୁ ହେଉଛି ବିହାର। ରବିବାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭୀଷଣ ଗରମ ଯୋଗୁ ୧୧୨ ଜଣଙ୍କର ମୃତ୍ୟୁ...

ଉତ୍ତରପ୍ରଦେଶରେ ପୁଣି ଲଜ୍ଜା: ନାବାଳିକାକୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ଦେଶର ବିଭିନ୍ନ ସ୍ଥାନରେ ଗୋଟାକ ପରେ ଗୋଟେ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଉନ୍ନାଓ କାଣ୍ଡ ପରେ ପୀଡ଼ିତା ଆଖିବୁଜିବା, ହାଇଦ୍ରାବାଦରେ...

Leave a comment

Your email address will not be published. Required fields are marked *