ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର

ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଉମାକାନ୍ତ ବନଛୋରଙ୍କ ସ୍ତ୍ରୀ ରୀତା। ଚିକିତ୍ସାରେ ଅବହେଳା ଯୋଗୁ ରୀତାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଭାଇ ରାଜକିଶୋର ନାଗ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ହୃଦ୍‌ଘାତରେ ରୀତାଙ୍କ ମୃତ୍ୟୁ ଘଟିଥିବା ଅସ୍ତ୍ରୋପଚାର କରିଥିବା ଡା. କେ. ଆର୍‌. ରେଡ୍ଡୀ କହିଛନ୍ତି। ରୀତାଙ୍କ ମୃତ୍ୟୁରେ ତାଙ୍କ ପରିବାରଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ସମ୍ଭାବ୍ୟ ଉତ୍ତେଜନାକୁ ଦୃଷ୍ଟିରେ ରଖି ଡାକ୍ତରଖାନାରେ ପୋଲିସ ମୁତୟନ ଅଛିି।


All Right Reserved By Dharitri.Com

ପୁଣି ୫-ଟିକୁ ଅପରାଜିତାଙ୍କ ସମାଲୋଚନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୁଣି ଥରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି ଭାଜପା ନେତ୍ରୀ ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ସମ୍ବଲପୁର...

ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ: ସମଲେଇ ମନ୍ଦିରରେ ଝାଡ଼ୁମାରିଲେ କେନ୍ଦ୍ର ମନ୍ତ୍ରୀ

ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୈରାଶ୍ୟଜନକ: ଲକ୍ଷ୍ୟଧାର୍ଯ୍ୟର ମାତ୍ର ୪୨ ପ୍ରତିଶତ ସମ୍ପୂର୍ଣ୍ଣ

ନୟାଗଡ଼ ଅଫିସ,୨୬।୧: ନୟାଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅଗ୍ରଗତି ନୈରାଶ୍ୟଜନକ ହୋଇଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଲକ୍ଷ୍ୟଠାରୁ ମାତ୍ର ୪୨ ପ୍ରତିଶତ ଘର ସମ୍ପୂର୍ଣ୍ଣ...

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା...

ଅନ୍ଧାରି ନାଳରେ ଫେଣ ପାଣି ପ୍ରସଙ୍ଗ:ବିପଦମୁକ୍ତ ଦର୍ଶାଇଲା ପରୀକ୍ଷା ରିପୋର୍ଟ

ଯାଜପୁର ଅଫିସ,୪ା୧୨- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଅନ୍ଧାରି ନାଳରେ ରବିବାର ପ୍ରଚୁର ମାତ୍ରାରେ ବୋହିଥିବା ଫେଣ ପାଣି ବିପଦମୁକ୍ତ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର...

ଯୁକ୍ତ ୨ ବିଜ୍ଞାନ ଟପ୍ପର ଶର୍ମିଷ୍ଠାଙ୍କ ପଢ଼ା ଖର୍ଚ୍ଚ ବହନ କରିବ ବିଏସ୍‌ଇଟି

ଭଦ୍ରକ ଅଫିସ, ୮।୬ : ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଶର୍ମିଷ୍ଠା ସାମଲ ୫୨୫ ନମ୍ବର ରଖି ମହାବିଦ୍ୟାଳୟ...

କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି।...

Leave a comment

Your email address will not be published. Required fields are marked *