Posted inଖେଳ

କଳିଙ୍ଗ କର୍ନର ଗ୍ୟାଲେରିରେ ହରେନ୍ଦ୍ର

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ରବିବାର ଭାରତ-ନେଦରଲାଣ୍ଡ୍ସ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ୍‌ ଅବସରରେ ପୂର୍ବତନ କୋଚ୍‌ ହରେନ୍ଦ୍ର ସିଂ ଗ୍ୟାଲେରିରେ ବସି ମ୍ୟାଚ୍‌ ଉପଭୋଗ କରୁଥିବା ପରିଲକ୍ଷିତ ହୋଇଥିଲା। ୨୦୧୮ ହକି ବିଶ୍ୱକପ୍‌ ଅବସରରେ ହରେନ୍ଦ୍ର ଭାରତୀୟ ପୁରୁଷ ହକି କୋଚ୍‌ ଥିଲେ। କ୍ୱାର୍ଟର ଫାଇନାଲରେ ଭାରତ ଏହି ନେଦରଲାଣ୍ଡ୍ସ ନିକଟରୁ ପରାଜିତ ହେବାରୁ ହରେନ୍ଦ୍ରଙ୍କୁ ପଦ ଛାଡ଼ିବାକୁ ପଡ଼ିଥିଲା। ଏବେ ତାଙ୍କ ସାମ୍‌ନାରେ ନେଦରଲାଣ୍ଡ୍ସର ପରାଜୟ ନିଶ୍ଚିତ ହରେନ୍ଦ୍ରଙ୍କୁ ଉଲ୍ଲସିତ କରିଥିବ।

ମ୍ୟାଚ୍‌ ଉପଭୋଗ କଲେ ଶ୍ରଦ୍ଧାଞ୍ଜଳି, ଅନୁରାଧା
ଗ୍ୟାଲେରିରେ ଉପସ୍ଥିତ ରହି ଭାରତୀୟ ମହିଳା ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଓ ହର୍ଡଲ୍ସ କୁଲିନ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌ ଉପଭୋଗ କରିଥିଲେ। ଏହି ଅବସରରେ ଅନୁରାଧାଙ୍କ ପରିବାର ମଧ୍ୟ ଉପସ୍ଥିତ ଥିଲେ। ତାଙ୍କ ଝିଅ ତଥା ଓଡ଼ିଶାର ଉଦୀୟମାନ ଶଟ୍‌ପୁଟ ପ୍ରତିଭା ଆଂଶିକା ରାଉତରାୟ ମଧ୍ୟ ମ୍ୟାଚ୍‌ ଉପଭୋଗ କରିଥିଲେ।


All Right Reserved By Dharitri.Com

Posted inଖେଳ View All

ବିଦେଶୀ ଖେଳାଳିଙ୍କ ଅନୁପସ୍ଥିତି ନେଇ ଦୁଇ ଦଳ ଚିନ୍ତିତ

ଜୟପୁର,୨୭।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୫ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଓ ସନାରଇଜର୍ସ ହାଇଦ୍ରାବାଦ ଶନିବାର ମୁହଁମୁହିଁ ହେବେ। ସ୍ଥାନୀୟ ସବାଇ ମାନସିଂ...

ସରିତାଙ୍କ ହ୍ୟାଟ୍ରିକ: ଓଡ଼ିଶା ବିଜୟୀ

କଟକ ଅଫିସ୍‌, ୪ା୨- କେରଳର କୋଲାମଠାରେ ୧୦ମ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ (ଡିଭିଜନ ଏ)ର ସୋମବାର ମ୍ୟାଚ୍‌ରେ ହକି ଓଡ଼ିଶା ବୃହତ ବିଜୟ...

ଡୋପ୍‌: ଶଟ୍‌ ପୁଟର ନବୀନ ଚିକାରା ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୨୮।୩(ପି.ଟି.): ଭାରତୀୟ ତାରକା ଶଟ୍‌ପୁଟର ନାବୀନ ଚିକାରା ୪ ବର୍ଷ ବାସନ୍ଦ ହୋଇଛନ୍ତି। ଓ୍ବଲର୍‌ଡ ଆଥଲେଟିକ୍ସର ଇଣ୍ଟିଗ୍ରେଟେଡ ୟୁନିଟ୍‌ ତାଙ୍କୁ କ୍ରୀଡ଼ାରୁ ବାସନ୍ଦ କରିଛି।...

ଅଗ୍ରଓ୍ବାଲଙ୍କ ୩ୟ ଶତକ

ଇନ୍ଦୋର,୧୫।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟଷ୍ଟରେ ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଶତକ ଅର୍ଜନ କରିଛନ୍ତି। ଏହା ତାଙ୍କ ଟେଷ୍ଟ...

ପିତା-ଭଉଣୀ କଂଗ୍ରେସ, ସ୍ତ୍ରୀ ଭାଜପା: ଜାଡେଜା କହିଲେ, ‘ମୁଁ ଭାଜପାକୁ ସମର୍ଥନ କରୁଛି’

ନୂଆଦିଲ୍ଲୀ, ୧୬।୪: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଭାଜପାକୁ ସମର୍ଥନ କରି ଏକ ଟୁଇଟ କରିଛନ୍ତି। ବିଶ୍ୱକପ୍‌ ଦଳରେ ଚୟନ ହେବାର କିଛି...

ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି:ଭାରତୀୟ ମହିଳା ଦଳରେ ଓଡ଼ିଶାରୁ ୪

ଭୁବନେଶ୍ୱର, ୬ା୮ (ସ୍ପୋଟର୍‌ସ ବ୍ୟୁରୋ)- ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ଇଣ୍ଡୋନେସିଆର ଜାକର୍ତ୍ତାସ୍ଥିତ ଜି.ବି.କେ. କମ୍ପ୍ଲେକ୍ସଠାରେ...

୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌କୁ ନେଇ କଳ୍ପନା ଜଳ୍ପନା

ନୂଆଦିଲ୍ଲୀ, ୨୬ା୩ (ପି.ଟି.)-କୋଭିଡ୍‌-୧୯ ଭୟ ଯୋଗୁ ଭାରତରେ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ ହୋଇ ପାରିବ କି ନା ସେ କଳ୍ପନା...

ପ୍ରଥମ ଟେଷ୍ଟ: ନସିମ୍‌ଙ୍କ ହ୍ୟାଟ୍ରିକ୍‌: ବାଂଲାଦେଶର ସଂଘର୍ଷ ଜାରି

ରାଓ୍ବଲପିଣ୍ଡି,୯।୨-ଏଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଇନିଂସ ପରାଜୟ ଏଡାଇବାକୁ ବାଂଲାଦେଶ ସଂଘର୍ଷ ଜାରି ରଖିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ...

Leave a comment

Your email address will not be published. Required fields are marked *