ରାସ୍ତା ଉପରେ ଧାନ ଗଦାକରି ବିରୋଧ ପ୍ରଦର୍ଶନ କଲେ ଚାଷୀ

ପଦ୍ମପୁର,୨୦।୧(ଡି.ଏନ.ଏ.)-ବରଗଡ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସ ବିତି ଯାଇଛି। ଅଥଚ ଜିଲାର ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରିନାହିଁ। ବିଭାଗୀୟ ଅବହେଳା ଯୋଗୁ ଜିଲାର ଏହି ଉପଖଣ୍ଡ ଅନ୍ତର୍ଗତ ଲଖମରା ପ୍ରାଥମିକ କୃଷି ସମବାୟ ସମିତି ଅଧିନ ଅନେକ ଚାଷୀ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଅମଳ ଧାନ ବିକ୍ରି କରି ନ ପାରି ବହୁ ଅସୁବିଧାର ସମ୍ମଖୀନ ହୋଇଛନ୍ତି। ଏ ନେଇ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ। ଫଳରେ ଅଞ୍ଚଳର ଚାଷୀମାନେ ନିଜ ଅମଳ ଧାନ ଗଦା କରି ସୋମବାର ସକାଳୁ ଲଖମରା ଛକରେ ରାସ୍ତା ଅବରୋଧ କରିଛନ୍ତି। ଏଥିପାଇଁ ଏହି ରାସ୍ତାରେ ଯାନବାହାନ ଚଳାଚଳ ଠପ୍‌ ହୋଯାଇଛି।


All Right Reserved By Dharitri.Com

କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ

ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ...

ଇଟାଭାଟି ଶ୍ରମିକ, ମାଲିକ ସଂଘର ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ବାଲେଶ୍ୱର ଜିଲା ଇଟାଭାଟି ଶ୍ରମିକ ଓ ମାଲିକ ସଂଘ ପକ୍ଷରୁ ସୋମବାର ପୂର୍ବାହ୍ନରେ ୫ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ ମାଲିକ ମିଳିତ ଭାବେ...

ବଜ୍ରପାତରେ ଗୋରୁ ଚରାଳିଙ୍କ ସମେତ ୮ଗୋରୁ ମୃତ

ନାରାୟଣପାଟଣା, ୮।୧୦(ଡି.ଏନ୍‌.ଏ.)-ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ବାରି ଗାଁ ନିକଟ ମାଠିଆ ସାହି ଜଙ୍ଗଲରେ ବଜ୍ରପାତ ଘଟି ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ହୋଇଛି। ଏଥିରେ...

ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ...

ପୋଖରୀରେ କୁମ୍ଭୀର: ଭୟରେ ସ୍ନାନ ପାଇଁ ଯାଉନାହାନ୍ତି ଲୋକେ

ନୟାଗଡ ଅଫିସ, ୩ା୨: ନୟାଗଡ଼ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ଗୋପୀନାଥପୁର (ଖଳିସାହି) ଗ୍ରାମର ପାଖାପାଖି ଥିବା ୪ ପୋଖରୀରେ ୩ କୁମ୍ଭୀର...

ଯାତ୍ରୀ ବିଶ୍ରାମାଗାର ଭଙ୍ଗା ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୮।୯(ଡି.ଏନ.ଏ.) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତ ସାନହୁଲା କ୍ରସର ଛକଠାରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦେବା ପାଇଁ ଯୋଜନା କରାଯାଉଛି।...

ରୋଡ୍‌ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର

ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ...

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ...

Leave a comment

Your email address will not be published. Required fields are marked *