Posted inଜାତୀୟ

ଗିରଫ ହେଲେ ଆଇଏସ୍‌ଆଇ ଏଜେଣ୍ଟ

ବାରାଣସୀ,୨୦।୧: ଉତ୍ତରପ୍ରଦେଶର ଆଣ୍ଟି ଟେରର ସ୍କ୍ବାଡ(ଏଟିଏସ୍‌)ସେନା ଇଣ୍ଟଲିଜେନ୍ସର ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଆସନ ବାରାଣସୀରୁ ଜଣେ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ସୋମବାର ଗିରଫ କରିଛି। ରଶିଦ ଅହମ୍ମଦ ନାମକ ୨୩ ବର୍ଷୀୟ ଯୁବକ ଛିତୁପୁରରେ ରହୁଥିବା ବେଳେ ଜଣଙ୍କ ସେନା ସହ ସିଆର୍‌ପିଏଫ୍‌ ଶିବିରର ଫଟୋ ଓ ଭିଡିଓ ନିଜ ମୋବାଇଲ ମାଧ୍ୟମରେ ପାକିସ୍ତାନ ପଠାଉଥିବା ଜଣାପଡିଛି। ପୋଷ୍ଟର ଓ ବ୍ୟାନର ଲଗାଇ ସେ ତାଙ୍କ ଗୁଜରାଣ ମେଣ୍ଟାଉଛନ୍ତି।


All Right Reserved By Dharitri.Com

କାଉଡିଆଙ୍କ ସେବା କଲେ ବିଦେଶୀ ମହିଳା

ମିରଟ,୨୯।୭: ଉତ୍ତର ପ୍ରଦେଶର ମିରଟରେ ଜଣେ ବିଦେଶୀ ମହିଳା ତାଙ୍କ ଶ୍ୱଶୁରଙ୍କ ସହ ମିଶି କାଉଡି ଯାତ୍ରାରେ ଯାଉଥିବା ଶିବ ଭକ୍ତଙ୍କର ସେବା କରିଛନ୍ତି। ଚେକୋସ୍ଲୋଭାକିଆର...

ମୁମ୍ବାଇ ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ମୃତ

ମୁମ୍ବାଇ,୨୫।୪: ୧୯୯୩ରେ ମୁମ୍ବାଇରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣର ଅଭିଯୁକ୍ତ ଅବଦୁଲ ଗନି ତୁର୍କଙ୍କ ମୃତ୍ୟୁ ହୋଇଛି। ଗୁରୁବାର ନାଗପୁରର ଜିଏମ୍‌ସି ହସ୍ପିଟାଲରେ ତାଙ୍କର ମୃତ୍ୟୁ...

ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି...

କଏଦୀ ପିତାଙ୍କ ସହ ଜେଲରେ ରହୁଥିଲେ ଶିଶୁ: ଜିଲାପାଳ ବଦଳାଇଦେଲେ ଜୀବନ

ରାୟପୁର, ୨୦।୬: ଛତିଶଗଡର ବିଳାଶପୁରରେ ଜଣେ ୬ ବର୍ଷର ଝିଅ ଜୀବନ ବଦଳାଇ ଦେଇଛନ୍ତି ଜିଲାପାଳ। ଝିଅଟିର ଜନ୍ମ ପରେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଯାଇଥିଲା।...

ପିଆଜ ଦରବୃଦ୍ଧିକୁ ନେଇ ପ୍ରତିବାଦ କଲେ ଚନ୍ଦ୍ରାବାବୁ

ଅମରାବତୀ,୯।୧୨: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସୋମବାର ପିଆଜ ଦରବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ବିଧାନସଭା...

ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ

କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା...

ଏହି ସରକାର ସୁଧାରର କଥା କହିବାରୁ ରାଜନୀତିରେ ଯୋଗଦେଲି: ଜୟଶଙ୍କର

ନୂଆଦିଲ୍ଲୀ,୨।୨: ବୈଦେଶିକମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କାହିଁକି ରାଜନୀତିକୁ ଆସିଛନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ମୋର ରାଜନୀତିରେ...

ନଡ଼ା ନ ଜଳାଇବା ଚାଷୀଙ୍କୁ ସରକାର ଦେବେ ୨ହଜାର ୫ଶହ ଟଙ୍କା ପ୍ରୋତ୍ସାହନ ରାଶି

ଚଣ୍ଡିଗଡ଼,୧୪।୧୧: ନଡା ଜଳାଇବାକୁ ନେଇ ପଞ୍ଜାବ ସରକାର ଏବେ ଏକ ବଡ ପଦକ୍ଷେପ ନେଇଛନ୍ତି। ସୁପ୍ରିମକୋର୍ଟର ନିର୍ଦ୍ଦେଶ ପରେ ପଞ୍ଜାବ ସରକାର ଏବେ ନଡ଼ା ନ...

Leave a comment

Your email address will not be published. Required fields are marked *