Posted inଜାତୀୟ

କରୁଣାନିଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଷ୍ଟାଲିନ୍‌

ଚେନ୍ନାଇ,୩।୬: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ଅଧ୍ୟକ୍ଷ ସ୍ବର୍ଗତଃ ଏମ୍‌ କରୁଣାନିଧିଙ୍କୁ ତାଙ୍କ ୯୫ ତମ ଜନ୍ମ ଦିବସ ଉପଲକ୍ଷେ ଦଳର ବହୁ ନେତା ଓ ତାଙ୍କ ପୁଅ ତଥା ଡିଏମ୍‌କେ ମୁଖ୍ୟ ଏମ୍‌କେ ଷ୍ଟାଲିନ୍‌ ସୋମବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୂଚନାଯୋଗ୍ୟ, ୫ଥର ମୁଖ୍ୟମନ୍ତ୍ରୀ ଓ ପାଖାପାଖି ୫୦ ବର୍ଷଧରି ଡିଏମ୍‌କେର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ କରୁଣାନିଧି। ବାର୍ଦ୍ଧବ୍ୟ ଜନିତ ରୋଗ ଓ ଇନ୍‌ଫେକସନ୍‌ ଯୋଗୁ ଗତବର୍ଷ ଅଗଷ୍ଟ ମାସରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ଡିଏମ୍‌କେ ନେତୃତ୍ୱ ନେଇଥିଲେ ପୁଅ ଏମ୍‌କେ ଷ୍ଟାଲିନ୍‌।


All Right Reserved By

ଟୁଇଟରରେ ସୁଷମାଙ୍କୁ ଫଲୋ କରୁଥିଲେ କୋଟିଏ ୧୩ ଲକ୍ଷ

ନୂଆଦିଲ୍ଲୀ,୭।୮: ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ସକ୍ରିୟ ରହୁଥିଲେ। ଟୁଇଟରରେ ତାଙ୍କ ଫଲୋରର୍ସଙ୍କ ସଂଖ୍ୟା କୋଟିଏ...

ମହାରାଷ୍ଟ୍ରରେ ୨୦୪ ଗାଁ ବନ୍ୟା ପ୍ରଭାବିତ: ଫଡ଼ନଭୀସ୍‌

ମୁମ୍ବାଇ,୭।୮: ମହାରାଷ୍ଟ୍ରର ୨୦୪ ଗାଁ ବନ୍ୟା ପ୍ରଭାବିତ। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌ ବୁଧବାର ସୂଚନା ଦେଇଛନ୍ତି। ଏସବୁ ଗାଁରେ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦିଲ୍ଲୀରୁ ୧୪ଙ୍କୁ ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍‌ଠାରେ କେତେକ ସ୍ଥାନରେ...

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ...

ମଧୁ ବଙ୍ଗାରପ୍ପା ହେଲେ ଜେଡିଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁର୍‌,୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି.ଦେବଗୌଡ଼ା ଜେଡିସ୍‌ରେ କେତେକ ପରିବର୍ତ୍ତନ କରିଛନ୍ତି। ମଧୁ ବଙ୍ଗାରପ୍ପାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସେ ଘୋଷଣା କରିଛନ୍ତି। ସେହିପରି ଏଚ୍‌.କେ....

କୃଷ୍ଣସାର ମାମଲା: କୋର୍ଟରେ ହାଜର ହେଲେନି ସଲମାନ ଖାନ୍‌

ଜୟପୁର, ୨୭।୯: କୃଷ୍ଣସାର ହରିଣ ଶିକାର ମାମଲାରେ ଶୁକ୍ରବାର ରାଜସ୍ଥାନର ଯୋଧପୁର କୋର୍ଟରେ ହାଜର ହୋଇନାହାନ୍ତି ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌। ତାଙ୍କ ଓକିଲ ହସ୍ତିମଲ...

ଚନ୍ଦ୍ରର ନିକଟତର ହେଲା ଲ୍ୟାଣ୍ଡର୍‌

ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩...

ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି: ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ଆଲୋଚନା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତରୁ ପଳାୟନ କରିଥିବା ଜାକିର୍‌ ନାଇକଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଲେସିଆ ପ୍ରତିପକ୍ଷ ମହାତିର୍‌ ବିନ୍‌ ମହମ୍ମଦଙ୍କ ସହିତ ଆଲୋଚନା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *