ପାଟନାରେ ୧୬୮ ଡାକ୍ତର ଓ ମେଡିକାଲ ଛାତ୍ର କରୋନା ପଜିଟିଭ

ପାଟନା,୪ ।୧: ସାରା ବିଶ୍ୱରେ ପୁଣିଥରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଭାରତରେ ବି ଏହି ସଂକ୍ରମଣ ଭିନ୍ନ ଭିନ୍ନ ରୂପରେ ତାଣ୍ଡବ ରଚିବା ଆରମ୍ଭ କରି ଦେଇଛି । ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂକ୍ରମଣ ସର୍ବାଧିକ ଥିବା ବେଳେ ବିହାରର ସ୍ଥିତି ବି ଖରାପ ରହିଛି । ବିହାର ପାଟନା ସ୍ଥିତ ନାଳନ୍ଦା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଲଗାତାର ଭାବେ ଡାକ୍ତରମାନେ କରୋନାରେ ସଂକ୍ରମିତ ହେଉଥିବା ଖବର ଆସିଛି । ସୋମବାର ଏଠାରୁ ୧୩୩ ଡାକ୍ତର ଓ ମେଡିକାଲ ଛାତ୍ରଙ୍କ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ୭୨ ଜଣ ପଜିଟିଭ ଥିବା ଜଣାପଡିଛି । ଏହାପୂର୍ବରୁ ରବିବାର ୯୬ ଡାକ୍ତର ଓ ମେଡିକାଲ ଛାତ୍ର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା । ଏବେ ପାଟନା ଏନ୍‌ଏମ୍‌ସିଏଚ୍‌ରେ ୧୬୮ ଡାକ୍ତର ଓ ମେଡିକାଲ ଛାତ୍ର କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି । ଏହାକୁ ଦେଖିବା ପରେ ସାଧାରଣ ଜନତା ଭୟଭୀତ ହୋଇଯାଇଛନ୍ତି । ଏମାନଙ୍କ ମଧ୍ୟରେ ଡାକ୍ତରଙ୍କ ଅପେକ୍ଷା ଛାତ୍ରଙ୍କ ସଂଖ୍ୟା ଅଧିକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?