Posted inଜାତୀୟ

ରଘୁବୀର ମାର୍କେଟରେ ନିଆଁ

ସୁରଟ,୨୧।୧: ଗୁଜରାଟ ସୁରଟର ରଘୁବୀର ମାର୍କେଟରେ ମଙ୍ଗଳବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁକୁ ଲିଭାଇବା ପାଇଁ ୪୦ ଦମକଳ ଗାଡି ଚେଷ୍ଟା ଚଲାଇଥିବା ଜଣାପଡିଛି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳେ ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ନିଆଁର ଭୟାବହତା ଏତେ ରହିଛି ଯେ ୧୦ ମହଲା ବିଶିଷ୍ଟ କପଡା ମାର୍କେଟ ଏଥିରେ ସମ୍ପୂର୍ଣ୍ଣ ପୋଡି ଯାଇଥିବା କୁହାଯାଉଛି। ଆଉ ଚାରିଆଡେ କେବଳ ଧୂଆଁ ନଜର ଆସିଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଏହି ମାର୍କେଟର ୯ ମହଲାରେ ନିଆଁ ଲାଗିଥିଲା। ହେଲେ ସେଥିରେ ବିଶେଷ କିଛି କ୍ଷତି ହୋଇ ନ ଥିଲା। ଏଥର କିନ୍ତୁ ବହୁ ପରିମାଣର କପଡା ନଷ୍ଟ ହୋଇଥିବା କୁହାଯାଉଛି।


All Right Reserved By Dharitri.Com

ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନା ଉଦ୍‌ଜୀବିତ ହେଉ: ଶାହ

ନୂଆଦିଲ୍ଲୀ,୯।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍‌ଜୀବିତ କରୁ...

କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା

କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ...

ମଝି ଆକାଶରେ ପକ୍ଷୀ ସହ ଜାଗୁଆର ଯୁଦ୍ଧ ବିମାନ ଧକ୍କା

ଚଣ୍ଡିଗଡ଼,୨୭।୬: ହରିୟାଣା ଅମ୍ବାଲାରେ ଜାଗୁଆର ଯୁଦ୍ଧ ବିମାନ ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପକ୍ଷୀ ସହ ଧକ୍କା ଦେବାରୁ ଏଭଳି ହୋଇଥିବା କୁହାଯାଉଛି। ଦୁର୍ଘଟଣା ପରେ...

୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ପ୍ରସ୍ତୁତ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦିଲ୍ଲୀରେ ୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରିବ ବୋଲି ମଙ୍ଗଳବାର...

ମୋଦି ସରକାର ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ରହିବେ : ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ନିଆରା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୨୫...

ନଦୀକୁ ଖସିଲା ବରଯାତ୍ରୀ ଗାଡି: ୭ ନିଖୋଜ

ଲକ୍ଷ୍ନୌ, ୨୦।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ଦଳକୁ ନେଇ ଯୋଉଥିବା ଏକ ପିକ୍‌ଅପ୍‌ ଗାଡି ନଦୀକୁ ଖସି ପଡିଛି। ଫଳରେ ୭...

ନିୟମ ଉଲ୍ଲଂଘନ କଲେ ପୋଲିସ ଦେବେ ୨ ଗୁଣା ଜରିମାନା

ନୂଆଦିଲ୍ଲୀ,୫।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ସାଧାରଣ ଜନତା ମୋଟା ଅଙ୍କର ଜରିମାନା ଗଣୁଥିବା ଦେଖିବାକୁ ମିଳିଛି। ହେଲେ ବୁଧବାର ଦିଲ୍ଲୀ ଜଏଣ୍ଟ...

ନାଗରିକତ୍ୱ ବିଲ୍‌ ଲୋକ ସଭାରେ ଗୃହୀତ: ସମ୍ବିଧାନ ହେଉଛି ଏକମାତ୍ର ଧର୍ମ

ନୂଆଦିଲ୍ଲୀ,୧୦।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ ଲୋକ ସଭାରେ ସୋମବାର ବିଳମ୍ବିତ ରାତିରେ ଗୃହୀତ ହୋଇଯାଇଛି। ବିଲ୍‌କୁ ନେଇ ୧୨ ଘଣ୍ଟା ଧରି ଜୋର୍‌ଦାର ବିତର୍କ ପରେ ଏହା...

Leave a comment

Your email address will not be published. Required fields are marked *