ଜେଇଇ ମେନ୍‌ରେ ଉଜ୍ଜ୍ୱଳଙ୍କ ସଫଳତା ରଖିଛନ୍ତି ୯୯. ୯୯ ପ୍ରତିଶତ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ନିକଟରେ ପ୍ରକାଶ ପାଇଥିବା ଜେଇଇ ମେନ୍‌ ପରୀକ୍ଷାରେ ୯୯.୯୯ ପ୍ରତିଶତ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି ଓଡ଼ିଶାର ଉଜ୍ଜ୍ୱଳ ଜ୍ୟୋତି ପଣ୍ଡା। ଶତ ପ୍ରତିଶତ ମାର୍କ ରଖିଥିବା ୯ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦେଲେ ଓଡ଼ିଶା ସମେତ ଅନ୍ୟ ରାଜ୍ୟର ଟପ୍ପରମାନଙ୍କ ଠାରୁ ସେ ଅଧିକ ନମ୍ବର ରଖିଛନ୍ତି। ଉଜ୍ଜ୍ୱଳ ହେଉଛନ୍ତି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଜେନେରାଲ ମ୍ୟାନେଜର ବିରଞ୍ଚତ୍ ନାରାୟଣ ପଣ୍ଡାଙ୍କ ପୁତ୍ର। ଉଜ୍ଜ୍ୱଳ ଏବେ ରାଜସ୍ଥାନର କୋଟାରେ ଅଧ୍ୟୟନ କରୁଛନ୍ତି। ପୂର୍ବରୁ ସେ ଏନ୍‌ଟିଏସ୍‌ଇ ଏବଂ କେଭିପିୱାଇ ବୃତ୍ତି ପାଇଛନ୍ତି। ଏଥିସହ ସିଙ୍ଗାପୁରରେ ଅନୁଷ୍ଠିତ ଏସ୍‌ଏଏସ୍‌ଏମ୍‌ଓ ପ୍ରତିଯୋଗିତାରେ ଦୁଇଥର ସ୍ବର୍ଣ୍ଣ ପଦକ ଜିତିଛନ୍ତି।


All Right Reserved By Dharitri.Com

ନବ ନିର୍ବାଚିତ ବିଧାୟକଙ୍କୁ ନବୀନଙ୍କ ପରାମର୍ଶ: ଗର୍ବ, ଅହଂକାରଠାରୁ ଦୂରେଇ ରୁହ; ଦାମୀ ଗାଡ଼ି ଚଢ଼ନା

ଭୁବନେଶ୍ୱର,୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ନବ ନିର୍ବାଚିତ ବିଜେଡି ବିଧାୟକମାନଙ୍କର ଏକ ବୈଠକ କରିଛନ୍ତି। ଏହି ବୈଠକରେ ବିଧାୟକମାନଙ୍କୁ ସରଳ...

ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ...

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର...

କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ।...

ଘୁଞ୍ଚିଲା ହାଇକୋର୍ଟ ବାର୍‌ ନିର୍ବାଚନ

କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ସମସ୍ତ ବାର୍‌ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି।...

କରୋନା ଭୂତାଣୁ ପାଇଁ ଆତଙ୍କିତ ହେବାର ନାହିଁ, ସରକାର ଅଛନ୍ତି ପ୍ରସ୍ତୁତ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ସତର୍କ ଅଛନ୍ତି ରାଜ୍ୟ ସରକାର। ତେଣୁ ଏନେଇ ଆତଙ୍କିତ ହେବାର ନାହିଁ ବୋଲି ମଙ୍ଗଳବାର ସବୁ ଜିଲାର...

ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ...

୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ

ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍‌.ଏ):  ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍‌ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।...

Leave a comment

Your email address will not be published. Required fields are marked *