୧୨ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ,୨୧।୧(ସ୍ବ.ପ୍ର): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲାରେ ଜମି ହରାଇଥିବା ପ୍ରଜାମାନେ ବଜାର ଦର ଆଧାରରେ କ୍ଷତିପୂରଣ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଛନ୍ତି। କ୍ଷତିଗ୍ରସ୍ତ ପ୍ରଜା ସମିତି ପକ୍ଷରୁ ସକାଳ ୬ଟାରୁ ସହରର ବ୍ରିଜ୍‌ ଛକଠାରେ ଜାତୀୟ ରାଜପଥ ଉପରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରିଛନ୍ତି। ଫଳରେ ଜାତୀୟ ରାଜପଥରେ ଶହ ଶହ ଗାଡି ଅଟକି ରହିଥିବା ଜଣାପଡିଛି। ସହରର ବଣିକ ସଂଘ ପକ୍ଷରୁ ସମର୍ଥନ ନ ଥିବାବେଳେ ଦୋକାନ ବଜାର ଧିରେ ଧିରେ ଖୋଲା ହେଉଥିବା ଦେଖିବାକୁ ମିଳିଛି। ଏହି ବନ୍ଦ ଡାକରା ଯୋଗୁ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଛି।


All Right Reserved By Dharitri.Com

୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ...

ଲକ୍‌ଡାଉନ୍‌ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍‌ ରକ୍ତ

ସୋନପୁର,୧୯।୪(ନି.ପ୍ର.) କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ...

ଲକ୍‌ ଡାଉନ୍‌ର ପ୍ରଭାବ: ପାଳନ ହେଲାନି ବିଶ୍ୱ ନାଟ୍ୟ ଦିବସ

ବ୍ରହ୍ମପୁର ଅଫିସ,୨୭ା୩-ସମାଜରେ ସଂସ୍କାର ଅଣିବାରେ ସର୍ବଦା ପ୍ରମୁଖ ଭୂମିକା ଗ୍ରହଣ କରିଆସିଥିବା ମଞ୍ଚନାଟକକୁ ପୁର୍ନଜୀବିତ କରିବା ନେଇ ମାର୍ଚ୍ଚ ୨୭କୁ ବିଶ୍ୱ ନାଟ୍ୟ ଦିବସ ଭାବେ...

ରିଟେଲ ପଏଣ୍ଟ ଚିହ୍ନଟକୁ ନେଇ ଅସନ୍ତୋଷ: ୪, ୭ ୮୯ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ ଚାଉଳ

ନାଉଗାଁ, ୧୦ା୪(ସ୍ବ.ପ୍ର.): କରୋନା ଯୋଗୁ ସ୍କୁଲ ପିଲାଙ୍କୁ ୩ମାସର ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି। ଅଭିଭାବକ ପିଲାଙ୍କ ଟୋକନ ବିଦ୍ୟାଳୟରୁ...

ପୋତିଦେଲେ ଲକ୍ଷାଧିକ ଟଙ୍କାର ଔଷଧ

ଯଶିପୁର,୧୨ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଲକ୍ଷାଧିକ ଟଙ୍କାର ଔଷଧ ମାଟି ତଳେ ପୋତି ଦିଆଯାଇଥିବା ଦେଖିବାକୁ ମିଳିଛି। ସରକାର ଜନସାଧାରଣଙ୍କ ବୃହତ...

ପେନସନ ଟଙ୍କାରୁ ସହାୟତା

ସମ୍ବଲପୁର, ୧୯।୪ (ବ୍ୟୁରୋ)- କରୋନା ଭୂତାଣୁକୁ ପ୍ରତିରୋଧ କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲା ସ୍କୁଲର...

୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଗଲା

ପଡିଆ,୧୯ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ବ୍ଲକ କଲୋନୀରେ ବର୍ଷାପବନ ହୋଇ ଏକ ଦୁର୍ଘଟଣା ଘଟିଯାଇଛି। କଲୋନୀ ପଛପଟେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଛିଡିପଡି ୧୦...

ସଙ୍କଟରେ ଶିଳ୍ପ

କଳିଙ୍ଗନଗରରେ ସମ୍ପ୍ରତି ଇସ୍ପାତ ଶିଳ୍ପର ଅବସ୍ଥା ଭଲ ନାହିଁ। ଋଣ ପରିଶୋଧ କରି ନ ପାରିବାରୁ ମେସ୍କୋ(ମିଡ୍‌ଇଷ୍ଟ ଇଣ୍ଟିଗ୍ରେଟେଡ ଷ୍ଟିଲ ଲିଃ) ମାଲିକାନାରେ ଥିବା ମୈଥାନ...

Leave a comment

Your email address will not be published. Required fields are marked *