Posted inଜାତୀୟ

ସାଇକେଲ ଚଢି ଅଫିସ ଗଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ନୂଆଦିଲ୍ଲୀ,୩।୬: ଚାନ୍ଦିନୀ ଚୌକ ଏମ୍‌ପି ଡା. ହର୍ଷବର୍ଦ୍ଧନ ସୋମବାର ପ୍ରଥମ ଦିନରେ ନିର୍ମାଣ ଭବନ ଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓ୍ବାର୍ଲଡ ବାଇସାଇକେଲ ଡେ’ ଅବସରରେ ସେ ସାଇକେଲ ଚଲାଇ ନିଜ କାର୍ଯ୍ୟାଳୟକୁ ଯାଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଉପସ୍ଥିତ  କର୍ମଚାରୀମାନେ ହର୍ଷବର୍ଦ୍ଧନଙ୍କୁ ଫୁଲତୋଡା ଦେଇ ସ୍ବାଗତ ଜଣାଇଥିଲେ।


All Right Reserved By Dharitri.Com

ବେଙ୍ଗାଲୁରୁ ରେଳ ପ୍ରୋଜେକ୍ଟ ଉଦ୍‌ଘାଟନ କଲେ ଶ୍ରମିକଙ୍କ ଝିଅ

ବେଙ୍ଗାଲୁରୁ,୧୧।୧୧: ବେଙ୍ଗାଲୁରୁରେ ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଦକ୍ଷିଣ-ପଶ୍ଚିମ ରେଳ ବିଭାଗ ଦ୍ୱାରା ଏକ ପ୍ରୋଜେକ୍ଟ ଉଦ୍‌ଘାଟନ କରାଯାଇଥିଲା। ଯାହାକୁ ମନ୍ତ୍ରୀ, ଅଧିକାରୀ କି...

ଲଗାଣ ବର୍ଷା ଯୋଗୁ ଧୋଇଗଲା ୪୦ବର୍ଷର ପୁରୁଣା ପୋଲ

ଗାନ୍ଧୀନଗର, ୭।୧୦: ଗୁଜରାଟ ଜୁନାଗଡରେ ଲଗାଣ ବର୍ଷା ଯୋଗୁ ରବିବାର ୬୦ଫୁଟ ଲମ୍ବାର ପୋଲ ଧୋଇ ହୋଇଯାଇଛି। ପୋଲ ଭାଙ୍ଗିବା ଯୋଗୁ ବହୁ କାର ଖାଲ...

୨୦୨୧ରେ ହେବ ଚମତ୍କାର

ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି...

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌...

କୃଷି ଋଣ ଛାଡ଼ ଘୋଷଣା କଲେ ଉଦ୍ଧବ

ମୁମ୍ବାଇ,୨୧।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ବିଧାନସଭାରେ କୃଷକଙ୍କ ଋଣଛାଡ ପାଇଁ ଘୋଷଣା କରିଛନ୍ତି। ଏଥିରେ ୨ଲକ୍ଷ ପର୍ଯ୍ୟନ୍ତ ଟଙ୍କା ଋଣ ଛାଡ କରାଯିବ।...

ଦେଶର ସ୍ଥିତିକୁ ନେଇ ଚିନ୍ତିତ: ପଦ୍ମଶ୍ରୀ ଫେରାଇବେ ଉର୍ଦ୍ଦୁ ଲେଖକ ମୁଜ୍‌ତବା ହୁସେନ

ହାଇଦ୍ରାବାଦ,୧୯।୧୨: ପ୍ରଖ୍ୟାତ ଉର୍ଦ୍ଦୁ ଲେଖକ, ବ୍ୟଙ୍ଗକାର ତଥା ସିତାର ବାଦକ ମୁଜ୍‌ତବା ହୁସେନ ତାଙ୍କୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇଦେବେ। ନୂଆ ନାଗରିକତ୍ୱ ସଂଶୋଧନ...

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ...

ସିଲିଣ୍ଡର ଫାଟିବାରୁ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ, ୬ଆହତ

ଭୋପାଳ,୨୫।୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଗୁରୁବାର ବିଳମ୍ବିତ ରାତିରେ ସିଲିଣ୍ଡର ଫାଟିବାରୁ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ...

Leave a comment

Your email address will not be published. Required fields are marked *