Posted inଜାତୀୟ

ଆକ୍ସନ୍‌ ମୋଡ୍‌ରେ ଶାହ: ଆଭ୍ୟନ୍ତରୀଣ ସୁରକ୍ଷା ନେଇ ଡୋଭାଲ-ର-ଆଇବି ମୁଖ୍ୟଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୩।୬: ଭାର ସମ୍ଭାଳିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବେ ଆକ୍ସନ୍‌ ମୋଡ୍‌କୁ ଆସିଛନ୍ତି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନେଇ ସେ ସୋମବାର ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ, ର ମୁଖ୍ୟ, ଆଇବି ମୁଖ୍ୟ ତଥା ସ୍ବରାଷ୍ଟ୍ର ସଚିବଙ୍କ ସହିତ ଏକ ବୈଠକ କରିଛନ୍ତି। ଏହାପରେ ସେ ସମସ୍ତ ଅର୍ଦ୍ଧସୈନିକ ବଳଙ୍କ ମହାନିର୍ଦ୍ଦେଶକଙ୍କ ସହିତ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଭାବେ ଯୋଗ ଦେବାପରେ ଶାହ ଦେଶର ସୁରକ୍ଷାକୁ ପ୍ରାଥମିକତା ଦିଆଯିବ ବୋଲି ସୂଚନା ଦେଇଥିଲେ।


All Right Reserved By Dharitri.Com

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର...

ଚନ୍ଦ୍ରାୟନ-୨ ପଠାଇଲା ପୃଥିବୀର ଫଟୋ: ସୋସିଆଲ୍‌ ମିଡ଼ିଆରେ ଇସ୍ରୋ ପକ୍ଷରୁ କରାଗଲା ଶେୟାର

ଶ୍ରୀହରିକୋଟା,୪।୮: ଚନ୍ଦ୍ରାୟନ-୨ ମହାକାଶରୁ ପୃଥିବୀର ପ୍ରଥମ ଫଟୋ ପଠାଇଛି। ଏହାକୁ ଇସ୍ରୋ ପକ୍ଷରୁ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଚନ୍ଦ୍ରାୟନ-୨ ସେପ୍ଟେମ୍ବର ୬ରେ ଚନ୍ଦ୍ରର...

ଭାଜପା ବିଧାୟିକା ଛୁଇଁଲେ କମଳନାଥଙ୍କ ଚରଣ

ଭୋପାଳ,୧୬।୧୧: ଭାଜପାର ଜଣେ ବିଧାୟିକା ମଧ୍ୟପ୍ରଦେଶର ଏକ ସଭାମଞ୍ଚରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଚରଣ ଛୁଇଁଛନ୍ତି। କମଳନାଥ ତାଙ୍କୁ ଆଶୀର୍ବାଦ ମଧ୍ୟ ଦେଇଛନ୍ତି। ବିଦିଶାରେ ଏକ ହସ୍ପିଟାଲ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ରେଲଓ୍ବେ ଏବେ ଖାଲି ପ୍ଲାଷ୍ଟିକ ବୋତଲ ବଦଳରେ ଦେବ ୫ ଟଙ୍କା

ନୂଆଦିଲ୍ଲୀ,୨୭।୭: ଦିନକୁ ଦିନ ପ୍ଲାଷ୍ଟିକର ବ୍ୟବହାର ବଢିଥିବା ବେଳେ ଏହାକୁ ନେଇ ପରିବେଶ ପ୍ରଦୂଷଣର ମାତ୍ରା ମଧ୍ୟ ବଢିବାରେ ଲାଗିଛି। ଏହି ଅସୁବିଧାରୁ ମୁକ୍ତି ପାଇବା...

ସ୍ମାର୍ଟ ଓ୍ବାଚ୍‌ ରଖିବ କର୍ମଚାରୀଙ୍କ କାମ ଉପରେ ନଜର

ନୋଏଡ଼ା,୩।୧୦: କର୍ମଚାରୀଙ୍କ କାମ ଉପରେ ନଜର ରଖିବା ପାଇଁ ନୋଏଡ଼ାରେ ଏବେ ସ୍ମାର୍ଟଓ୍ବାଚ୍‌ ଦିଆଯିବ। ଏହା କର୍ମଚାରୀଙ୍କ ସ୍ଥିତି ସମ୍ପର୍କରେ ଅଧିକାରୀଙ୍କୁ ସହଜରେ ସୂଚନା ଦେଇପାରିବ।...

ଅଦନାନ ସାମିଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯିବାକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୭।୧: ବଲିଉଡ୍‌ ଗାୟକ ଅଦନାନ ସାମିଙ୍କୁ ଚଳିତବର୍ଷ ପଦ୍ମଶ୍ରୀ ସମ୍ମାନ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ। ଏହା ‘ଏନ୍‌ଆର୍‌ସିର...

ଫେବୃୟାରୀରେ ଭାରତ ଗସ୍ତରେ ଆସିପାରନ୍ତି ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବା ସମ୍ଭାବନା ରହିଛି। ଫେବୃୟାରୀ ୨୪ରୁ ୨୬ ମଧ୍ୟରେ ସେ ଗସ୍ତ...

Leave a comment

Your email address will not be published. Required fields are marked *