ବର୍ଷାରେ ଭିଜୁଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ : ଗଜା ଆଶଙ୍କା

କୁନ୍ଦୁରା,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକଠାରେ ରବି ଋତୁର ଧାନ ମଣ୍ଡି ହେବାକୁ ଥିବାବେଳେ ଅଚାନକ ବର୍ଷା ହେବା ଯୋଗୁ ଡଙ୍ଗରପାଉଁଶୀ ଅସ୍ଥାୟୀ ଧାନମଣ୍ଡିରେ ଗଦା କରାଯାଇଥିବା ୫ହଜାରରୁ ୬ ହଜାର କ୍ୱିଣ୍ଟାଲ ଧାନ ଭିଜୁଛି। ଫଳରେ ଗଜା ହେବାର ଆଶଙ୍କା ସୃଷ୍ଟି ହୋଇଛି। ଆର୍‌ଏମ୍‌ସି ପକ୍ଷରୁ ତାରପୋଲିନ୍‌ ଦିଆଯାଇ ନ ଥିବାରୁ ଚାଷୀ ଚିରାଫଟା ତାରପୋଲିନ ଘୋଡ଼ାଇ ଧାନର ସୁରକ୍ଷା କରିଛନ୍ତି। ୨୫ ମେ’ରେ ମଣ୍ଡି ହେବାର ଥିଲେ ହେଁ ଆଜି ପର୍ଯ୍ୟନ୍ତ ପ୍ରଶାସନର ଦେଖା ନାହିଁ। ଫଳରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


All Right Reserved By Dharitri.Com

ଅସ୍ଥାୟୀ ମଣ୍ଡିରେ ପଡ଼ିଛି ରବିଧାନ, କାଳବୈଶାଖୀକୁ ଡର

କୁନ୍ଦୁରା,୩୧ା୫(ଡି.ଏନ୍‌.ଏ.)- ରବିଋତୁରେ କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବର୍ତ୍ତମାନ ୭୦ ପ୍ରତିଶତ ଧାନ ଅମଳ ହୋଇସାରିଛି। ଆଗକୁ ବର୍ଷା ଆଶଙ୍କାରେ ଚାଷୀମାନେ ଅମଳ ଧାନକୁ ଅସ୍ଥାୟୀ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)।...

ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ...

ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’

ବୈପାରୀଗୁଡ଼ା,୨୦ା୫(ଡି.ଏନ୍‌.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍‌ବିସିସି ସଂସ୍ଥା ଏହାକୁ...

୨ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚୋରାଚାଲାଣ : ଦୁଇ ଗାଡ଼ି, ୧ ଲକ୍ଷ ଟଙ୍କା ଜବତ, ୪ ଗିରଫ

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଭିନ୍ନ ଭିନ୍ନ ଥାନା ଅଧୀନରେ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବାବେଳେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫୮ କିଲୋଗ୍ରାମ ଗଞ୍ଜେଇ,...

କାଶୀପୁର ବନ୍ଦ ପାଳନ

ରାୟଗଡ଼ା ଅଫିସ,୫।୧: ରାୟଗଡ଼ା ଜିଲା କାଶୀପୁର ବ୍ଲକସ୍ଥିତ ବାଫାଲମାଲି ଖଣି ଅଞ୍ଚଳରେ କର୍ମୀ ନିଯୁକ୍ତି ଦାବି ନେଇ ଚନ୍ଦ୍ରଗିରି ଛକରେ ଆନ୍ଦୋଳନରେ ବସିଥିବା ୩୪ ଜଣ...

ଦୃଷ୍ଟି ଆଢୁଆଳରେ ‘ହାଲୁଆ ଜଳ ପ୍ରପାତ’

ରାୟଗଡ଼ା ଅଫିସ , ୧୨ା୧୨-ରାୟଗଡ଼ା ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର। ସେଥିମଧ୍ୟରୁ ଅନେକ ଲୋକଲୋଚନକୁ ଆସିପାରୁନାହିଁ। ପର୍ଯ୍ୟଟନସ୍ଥଳୀର ଉନ୍ନତି ନେଇ ସରକାର ଲକ୍ଷ...

ପେପର ମିଲ୍‌ ଉପରେ ୧୫୦୦ କୋଟିର ବକେୟା

ଜୟପୁର,୨୮।୬ : କୋରାପୁଟ ଜିଲା ଜୟପୁର ସ୍ଥିତ ବିଲ୍ଟ ପେପର ମିଲ୍‌ରେ ଲାଗିରହିଥିବା ଅଚଳାବସ୍ଥା ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୫ ହଜାର ଲୋକଙ୍କ...

Leave a comment

Your email address will not be published. Required fields are marked *