ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲା ବାଲୁଗାଁ ଚିଲିକା କୂଳ ଜେଟି ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବାଣପୁର ଥାନା ବିଷ୍ଣୁଡିହ ଗାଁର ନକୁଳ ସାହୁଙ୍କ ପୁଅ ସୁକେଶ। ସୁକେଶ ଦୁଇଦିନ ହେବ ନିଖୋଜ ଥିଲେ। ଏନେଇ ତାଙ୍କ ପରିବାର ପକ୍ଷରୁ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ବୁଧବାର ଚିଲିକା କୂଳ ନିକଟରେ ତାଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


All Right Reserved By Dharitri.Com

ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର

ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ...

ବିଭିନ୍ନ ଦୋକାନ ବୁଲିଲେ ଯୋଗାଣ ନିରୀକ୍ଷକ: ଚଢାଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୮୩(ଡି.ଏନ.ଏ)- କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଥିବା ବେଳେ ସମସ୍ତ ଗଁା, ବଜାର ଏବେ ଖାଁ ଖାଁ ଲାଗୁଛି। ଲୋକେ...

ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା

ଖଜୁରିପଡା,୩ା୧୧(ଡି.ଏନ୍‌.ଏ): ଖଜୁରିପଡା ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ନାବାଳକ ୪ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଛନ୍ତି। ଏ ନେଇ ନାବାଳକଙ୍କ ବାପା...

କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

କାଳିଆପାଣି,୨୨ା୧୧(ଡି.ଏନ୍‌.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍‌ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର...

ନାବାଳିକା ବଳାତ୍କାର ଘଟଣା: ମାମୁଙ୍କୁ ମାଡ଼,୩ ଗିରଫ

ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ...

ନିଶା ଦେଇ ନାଲକୋ ଅଧିକାରୀଙ୍କ ଠାରୁ ଟଙ୍କା ଲୁଟ୍‌: ଗୁରୁତର ଅବସ୍ଥାରେ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି

ବଅଁରପାଳ,୧୪।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ନାଲ୍‌କୋ ସିପିପି ସିଏଚ୍‌ପିରେ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ମୋହିନୀ ଚରଣ ମଲିକ ଶୁକ୍ରବାର ରାତିରେ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ...

ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ବାସୁଦେବପୁର,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ...

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା...

Leave a comment

Your email address will not be published. Required fields are marked *