Posted inଖେଳ

ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଆରମ୍ଭ ହେଲା ମହାମୁକାବିଲା

ଅହମଦାବାଦ,୩୧।୩: ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଆଇପିଏଲ୍‌ର ୧୬ତମ ସଂସ୍କରଣ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରସିଦ୍ଧ ଗାୟକ ଅରିଜିତ ସିଂ ଗୀତ ଗାଇ ଦର୍ଶକଙ୍କ ମନ ମୋହିଛନ୍ତି। ଏପରିକି ଅରିଜିତ ପିଆନୋ ବଜାଇ ସଂଗୀତ ପରିବେଷଣ କରିଥିଲେ । ସେହିପରି ଅଭିନେତ୍ରୀ ତମନ୍ନା ଭାଟିଆ ଏବଂ ରଶ୍ମିକା ମନ୍ଦାନା ନୃତ୍ୟ ପରିବେଷଣ କରିଥିଲେ। ରଶ୍ମିକା ନାଟୁ-ନାଟୁ ଗୀତରେ ନାଚିଥିଲେ। କାର୍ଯ୍ୟକ୍ରମ ଶେଷରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଏବଂ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମଞ୍ଚକୁ ନିମନ୍ତ୍ରଣ କରାଯାଇଥିଲା। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିସିସିଆଇ ସଚିବ ଜୟ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri