ତୃତୀୟ ଭାଷାରେ ୧୭,୪୦୦ ଅନୁପସ୍ଥିତ

କଟକ ଅଫିସ, ୧୫ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ମଙ୍ଗଳବାର ତୃତୀୟ ଦିନରେ ତୃତୀୟ ଭାଷା ବିଷୟରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇଛନ୍ତି। ତେବେ ତୃତୀୟ ଭାଷା ବିଷୟରେ ରାଜ୍ୟରେ ମୋଟ ୫ ଲକ୍ଷ ୩୬ ହଜାର ୪୩୬ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫ ଲକ୍ଷ ୧୯ ହଜାର ୩୯ଜଣ ପରୀକ୍ଷା ଦେଇଛନ୍ତି। ଅନ୍ୟପଟେ ଏହି ପରୀକ୍ଷାରେ ୧୭ ହଜାର ୪ଶହ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ସୂଚନା ମିଳିଛି। ସେଥିରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟରେ ୧୬ ହଜାର ୬୯୫ଜଣ, ସଂସ୍କୃତ ମଧ୍ୟମାରେ ୫୬୧ ଜଣ ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୧୪୪ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଆସିନାହାନ୍ତି। ସେହିଭଳି ଉକ୍ତ ପରୀକ୍ଷାରେ ୨୭ଜଣ ପରୀକ୍ଷାର୍ଥୀ କପି କରି ଧରାପଡିଥିବା ବୋର୍ଡ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri