୧୭.୫ଲକ୍ଷ ହ୍ବାଟ୍ସଆପ୍‌ ଆକାଉଣ୍ଟ ବନ୍ଦ

ଭୁବନେଶ୍ୱର,୩ା୧: ସାରା ବିଶ୍ୱରେ ଲୋକପ୍ରିୟ ସୋସିଆଲ ମିଡିଆ ଆପ୍‌ ‘ହ୍ବାଟ୍ସଆପ୍‌’ ବିଭିନ୍ନ କାରଣ ପାଇଁ ଅନେକ ଆକାଉଣ୍ଟକୁ ବନ୍ଦ କରିଦେଇଛି। ପ୍ଲାଟଫର୍ମର ସୁରକ୍ଷା ମାନଦଣ୍ଡକୁ ଦୃଷ୍ଟିରେ ରଖି କମ୍ପାନୀ ଏଭଳି ପଦକ୍ଷେପ ନେଇଛି ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ୨୦୨୧ନଭେମ୍ବରରେ ୧୭.୫ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟକୁ କମ୍ପାନୀ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୪.୯%

  ଭୁବନେଶ୍ୱର,୧।୯: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଜୁନ୍‌ ମାସରେ ୩୩୨ ପଏଣ୍ଟ ଥିଲା। ଜୁଲାଇରେ ଏହା ୪ ପଏଣ୍ଟ...

୧୬ ରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ

ଭୁବନେଶ୍ୱର,୩।୧୧: ଦେଶର ପ୍ରମୁଖ ଶିଳ୍ପସଂସ୍ଥା କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ ନଭେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଅନୁଷ୍ଟିତ...

ମୋଟା କାରବାରରେ ୨୦ ଅଙ୍କ ନମ୍ବର ବ୍ୟବହାର ହେବ

ନୂଆଦିଲ୍ଲୀ,୧୧।୧: ସରକାରୀ ଓ ବେସରକାରୀ ଭାବରେ କାରବାର ହେଉଥିବା ମୋଟା ଅଙ୍କର ଅର୍ଥ ରାଶି ପାଇଁ ନୂଆ ବ୍ୟବସ୍ଥା ଲାଗୁ ହେବ। ଫଳରେ ପ୍ରତି କାରବାର ବିଶେଷ...

ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ,୨୮।୧: ଜାନୁୟାରୀ ୩୦ ଏବଂ ୩୧ରେ ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ ୟୁନିଅନର ସମନ୍ବୟ ବୈଠକରେ ଧର୍ମଘଟକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।...

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଏହି ବ୍ୟକ୍ତି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଚାଇନାର ଓ୍ବାଟର କିଙ୍ଗ୍‌ ବ୍ୟବସାୟୀ ଝୋଙ୍ଗ ଶାନ୍‌ଶାନ। ଝୋଙ୍ଗ ଏବେ ଏସିଆର...

ବିକାଶ ହାର ନେଇ ଆର୍‌ବିଆଇ ଚିନ୍ତିତ

ନୂଆଦିଲ୍ଲୀ,୧୦।୪: କୋଭିଡ-୧୯ ବ୍ୟାପିବା ଯୋଗୁ ସାରା ବିଶ୍ୱର ସ୍ଥିତି ଏବେ ଅସମ୍ଭାଳ ହୋଇଛି। ଭାରତକୁ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ସ୍ଥିତି ଏବେ ଅଣାୟତ୍ତ...

୪୦ ବର୍ଷରେ ସର୍ବାଧିକ ସ୍ତରରେ ବ୍ରିଟେନ୍‌ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ, ୨୩ା୬: ବର୍ତ୍ତମାନ ସମୟରେ ସାରା ଦୁନିଆ ଦରବୃଦ୍ଧି ସହ ଲଢୁଥିବା ବେଳେ ବ୍ରିଟେନ୍‌ ମଧ୍ୟ ଏହାର ଶିକାର ହୋଇଛି। ଏପରିକି ବ୍ରିଟେନ୍‌ର ମୁଦ୍ରାସ୍ଫୀତି ଗତ...

୨ରୁ ୩ ବର୍ଷରେ ୫୦୦ ଖଣିଜ ବ୍ଲକ ନିଲାମ ହେବ

ନୂଆଦିଲ୍ଲୀ: ଆଗାମୀ ୨ରୁ ୩ ବର୍ଷ ମଧ୍ୟରେ ସାରା ଦେଶରେ ପ୍ରାୟ ୫୦୦ ଖଣିଜ ବ୍ଲକ ନିଲାମ କରିବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଖଣି...

Advertisement
Archives

Model This Week