୧୭.୫ଲକ୍ଷ ହ୍ବାଟ୍ସଆପ୍‌ ଆକାଉଣ୍ଟ ବନ୍ଦ

ଭୁବନେଶ୍ୱର,୩ା୧: ସାରା ବିଶ୍ୱରେ ଲୋକପ୍ରିୟ ସୋସିଆଲ ମିଡିଆ ଆପ୍‌ ‘ହ୍ବାଟ୍ସଆପ୍‌’ ବିଭିନ୍ନ କାରଣ ପାଇଁ ଅନେକ ଆକାଉଣ୍ଟକୁ ବନ୍ଦ କରିଦେଇଛି। ପ୍ଲାଟଫର୍ମର ସୁରକ୍ଷା ମାନଦଣ୍ଡକୁ ଦୃଷ୍ଟିରେ ରଖି କମ୍ପାନୀ ଏଭଳି ପଦକ୍ଷେପ ନେଇଛି ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ୨୦୨୧ନଭେମ୍ବରରେ ୧୭.୫ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟକୁ କମ୍ପାନୀ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ଋଣ ଶସ୍ତା କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୯:ଦେଶର ସର୍ବବୃହତ୍‌ ବ୍ୟାଙ୍କ କୁହାଯାଉଥିବା ଏସ୍‌ବିଆଇ ପାର୍ବଣ ପୂର୍ବରୁ ନିଜର ଗ୍ରାହକଙ୍କୁ ବଡ଼ ଉପହାର ଦେଇଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅକ୍ଟୋବର ପହିଲାରୁ ସମସ୍ତ ଫ୍ଲୋଟିଂ...

ଓୟୋ ବ୍ୟାଙ୍କରପ୍ସି ଫାଇଲିଂ କରିନାହିଁ: ରିତେଶ

ନୂଆଦିଲ୍ଲୀ:  ଓୟୋ ରୁମ୍ସ ଦେବାଳିଆ ହେବା ଫଳରେ ବ୍ୟାଙ୍କ୍ରପ୍ସି ଫାଇଲିଂ କରିଥିବା ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହାକୁ ନେଇ କମ୍ପାନୀର ପ୍ରତିଷ୍ଠାତା ରିତେଶ...

ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ;ସ୍ଥାପନ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ ଲାଗି ରାଜ୍ୟରେ ନୂଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଏହି ଧାରାକୁ ଆଗେଇ ନେବା ଲାଗି ରାଷ୍ଟ୍ରାୟତ୍ତ ଆଲୁମିନିୟମ...

ସୌଦି ତେଲ ସଙ୍କଟ ବିଗାଡିଲା ବଜାର ମୁଡ୍‌;ଗୋଟିଏ ଦିନରେ ନିବେଶକ ହରାଇଲେ ୨.୭୨ ଲକ୍ଷ କୋଟି

ମୁମ୍ବାଇ,୧୮-୯: ସୌଦି ତେଲ କୂଅ ଉପରେ ଡ୍ରୋନ ଆକ୍ରମଣ ଏବଂ ଅନ୍ତର୍ଜାତୀୟ ବଜାରରେ ଭାରି ବିକ୍ରି କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ମୁଡ଼୍‌ ବିଗିଡିଯାଇଛି।...

ଓମିକ୍ରନ୍‌ ଯୋଗୁ ବେକାରୀ ହାର ୭.୯ ପ୍ରତିଶତ…

ନୂଆଦିଲ୍ଲୀ, ୩।୧ : ଦେଶରେ ବେକାରୀ ହାର ୨୦୨୧ ଡିସେମ୍ବରରେ ୭.୯ ପ୍ରତିଶତ ଛୁଇଁଛି। ଏନେଇ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି (ସିଏମଆଇଇ) ପକ୍ଷରୁ...

ଶୁଳ୍କ ହ୍ରାସ ସତ୍ତ୍ୱେ ୧୦୦ ଉପରେ ପେଟ୍ରୋଲ

ଭୁବନେଶ୍ୱର,୨୩।୫: ବର୍ତ୍ତମାନ ସାରା ଦେଶରେ ସମସ୍ତ ପ୍ରକାରର ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ନେଇ ବିଭିନ୍ନ ସ୍ତରରେ ଚର୍ଚ୍ଚା, ଆଲୋଚନା ଓ ଆନ୍ଦୋଳନ ଜାରି ରହିଛି। ଏପରିକି ବିରୋଧୀ...

୧୧ ବର୍ଷରେ ୨.୦୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୧୩-୬: ଦେଶରେ ଗତ ୧୧ ବର୍ଷ ଭିତରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ୨.୦୫ ଲକ୍ଷ କୋଟି ଟଙ୍କାର ୫୦ ହଜାରରୁ ଅଧିକ ଠକେଇ ଓ ଜାଲିଆତି ମାମଲା...

ଟାରିଫ ବଢାଇବ ଜିଓ

ନୂଆଦିଲ୍ଲୀ,୨୦-୧୧: ଏୟାରେଟେଲ, ଭୋଡାଫୋନ-ଆଇଡିଆ ଲିମିଟେଡ ଡିସେମ୍ବର ୧ରୁ ଟାରିଫ ବଢାଇବା ନେଇ ଘୋଷଣା କରିବା ପରେ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ପରିଚାଳିତ ରିଲାଏନ୍ସ ଜିଓ ମଧ୍ୟ...

Advertisement
Archives

Model This Week