Advertisement
Posted inଜାତୀୟ

ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭.୯ % ମତଦାନ

ଶିମଲା,୧୨।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ଯାଏ ଚାଲିବ। ତେବେ ପୂର୍ବାହ୍ନ ୧୧ ଟା ସୁଦ୍ଧା ୧୭.୯ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି.ନଡ୍ଡା ନିଜ ମତ ସାବ୍ୟସ୍ତ କରିଛନ୍ତି।

ଗୋଟିଏ ପର୍ଯ୍ୟାୟରେ ୬୮ ଆସନ ପାଇଁ ମତଦାନ ହେଉଛି। ଡିମେମ୍ବର ୮ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ କଲେ ଦର୍ଶନ

ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ...

କାର୍ଯ୍ୟକର୍ତ୍ତାଙ୍କୁ ଭାଜପା ନେତାଙ୍କ ନିର୍ଦ୍ଦେଶ: ଯେଉଁ ଘରେ ତ୍ରିରଙ୍ଗା ଲାଗିନାହିଁ, ମୋତେ ତାର ଫଟୋ ଦିଅ

ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂରଣ ଅବସରରେ ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଦ୍ୱାରା...

ଟ୍ରେନ୍‌ ଟଏଲେଟ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ମୁମ୍ବାଇ,୯।୫: ମହାରାଷ୍ଟ୍ର ପାଲଘର ଜିଲା ଅନ୍ତର୍ଗତ ଡାହାନୁ ରୋଡ୍‌ ରେଲଓ୍ବେ ଷ୍ଟେଶନରେ ସ୍ବରାଜ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ଜଣେ ୨୦ ବର୍ଷୀୟା ଯୁବତୀଙ୍କ ମୃତଦେହ ଜବତ ହୋଇଛି।...

୨୦୨୧ରେ ଡ୍ୟୁଟିରେ ୧୫୩ ଯବାନ କରିଛନ୍ତି ଆତ୍ମହତ୍ୟା, ୩ ବର୍ଷରେ ୯୫୦ ଶହୀଦ୍‌…

ନୂଆଦିଲ୍ଲୀ, ୧୬।୪ : ଦେଶରେ ଡ୍ୟୁଟିରେ ଯବାନଙ୍କ ଆତ୍ମହତ୍ୟା ଘଟଣା ବଢ଼ିବାରେ ଲାଗିଛି। ଏହା ଅତ୍ୟନ୍ତ ଚିନ୍ତାର ବିଷୟ ପାଲଟିଛି। ଏହା ବ୍ୟତୀତ ଆତଙ୍କବାଦ ତଥା...

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା: ପୋଲିସଙ୍କ ଉପରେ ଫୁଲ ବର୍ଷା କଲେ ସାଧାରଣ ଲୋକେ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦର ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରିଛି। ଏହି ଏନ୍‌କାଉଣ୍ଟର ପରେ ସାରା...

କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା...

‘ଲଗାନ୍‌ ସେ ଲଗାମ୍‌ ତକ୍‌’: ସୁନକଙ୍କୁ ନେଇ ଶଶି ଥରୁରଙ୍କ ଟୁଇଟ…

ନୂଆଦିଲ୍ଲୀ,୨୫।୧୦ : କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ମୂଳ ଭାରତୀୟ ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ନେଇ ଏକ ନିଆରା ଟୁଇଟ କରିଛନ୍ତି।...

କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ ନିର୍ମାଣ କାର୍ଯ୍ୟ ବନ୍ଦଥିବାବେଳେ ସେଣ୍ଟ୍ରାଲ ଭିଷ୍ଟାରେ କାହିଁକି ରହିଛି ଜାରି…

ନୂଆଦିଲ୍ଲୀ,୨୯।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସୁପ୍ରିମ୍‌କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ତାଗିଦ୍‌ କରିବା ସହିତ ପ୍ରଶ୍ନ କରିଛନ୍ତି। ଶୀର୍ଷ କୋର୍ଟ...

Advertisement
Archives

Model This Week