ଥମୁନି ମୃତ୍ୟୁସଂଖ୍ୟା: ପୁଣି କରୋନା ନେଲା ୧୭ ଜୀବନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଅନୁଗୋଳ ଏବଂ ଖୋର୍ଦ୍ଧାରେ ସର୍ବାଧିକ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। କଳାହାଣ୍ଡି, ନୂଆପଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ଢେଙ୍ଗାନାଳ, ଗଞ୍ଜାମ, ବାଲେଶ୍ୱର, ବୌଦ୍ଧ ଓ ପୁରୀ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ

ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍‌ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା...

ପୁରୀ ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି।...

ନିଜଆଡୁ ବଜାର ବନ୍ଦ କଲା ବ୍ୟବସାୟୀ ସଂଘ

ଟିଟିଲାଗଡ଼,୨୩।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ କରୋନାର ଦ୍ୱିତୀୟ ଲହର ଭୟ ସୃଷ୍ଟି କରିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବ୍ୟବସାୟୀ ସଂଘର ଆହ୍ବାନ...

ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ...

କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି ପୌର କର୍ମଚାରୀ, ସାଧାରଣରେ ପ୍ରଶଂସା

ଖୋର୍ଦ୍ଧା ଅଫିସ, ୭ା୪: କରୋନା ଭୁତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ରହିଛି। ଏଥିଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।...

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା...

ରାଜଧାନୀରେ ଝଲସିବ ଯୋଧପୁର ରାଜପ୍ରାସାଦ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ):ମା’ ଜଗଜ୍ଜନନୀଙ୍କ ଆବାହନ ପାଇଁ ଏବେଠୁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ବାରି ହୋଇପଡୁଛି। ସମସ୍ତେ ମା’ଙ୍କ ଧରାବତରଣ ପାଇଁ ଚାହିଁ ବସିଛନ୍ତି। ଏଥିପାଇଁ...

୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍‌ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର...

Advertisement
Archives

Model This Week