Posted inଜାତୀୟ

ଆବର୍ଜନା ଗଦାରୁ ୧୭ ମାନବ ଭ୍ରୁଣ ଜବତ, ତଦନ୍ତ ଜାରି…

କୋଲକାତା, ୧୬।୮ : ପଶ୍ଚିମବଙ୍ଗର ହାଓ୍ବଡ଼ା ଜିଲାର ଉଲବେଡିୟାରେ ଏକ ଆବର୍ଜନା ଗଦାରୁ ୧୭ ମାନବ ଭ୍ରୁଣ ଉଦ୍ଧାର କରାଯାଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଗଣମାଧ୍ୟମ ରିପୋର୍ଟ ଅନୁସାରେ ଉଲବେଡିୟା ଓ୍ବାର୍ଡ ନମ୍ବର ୩୧ର ବନିତଲ୍ଲା ଖାନପାଡାରେ ଡ୍ରପିଂ ଗ୍ରାଉଣ୍ଡରେ ଏସବୁ ଭ୍ରୁଣ ପଡ଼ିଥିଲା। ଆବର୍ଜନା ଉଠାଇବାକୁ ନଗରପାଳିକା କର୍ମଚାରୀ ସେଠାକୁ ଯାଇଥିଲେ। ସେମାନେ ସେଠାରେ ଭ୍ରୁଣ ଗୁଡ଼ିକ ଏକ ପ୍ଲାଷ୍ଟିକ ବ୍ୟାଗରେ ବନ୍ଧା ଯାଇଥିବା ଦେଖିଥିଲେ। ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ଖବର ଦେଇଥିଲେ।

ଭ୍ରୁଣଗୁଡ଼ିକ ମଧ୍ୟରେ ୧୦ଟି ଶିଶୁକନ୍ୟାଙ୍କର ଥିବାବେଳେ ୭ଟି ଶିଶୁପୁତ୍ରଙ୍କର ବୋଲି ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗର୍ଭପାତ ପରେ ଏସବୁକୁ ଫିଙ୍ଗି ଦିଆଯାଇଥିବା ପୋଲିସ ଅନୁମାନ କରୁଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri