ଓଲଟିଲା ବିଏସଏଫ ଭ୍ୟାନ୍‌, ୧୭ ଯବାନ ଗୁରୁତର

କୁମହାରି,୫।୧: ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲାରେ ବିଏସଏଫ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଭ୍ୟାନ ଓଲଟି ୧୭ ଜଣ ବିଏସଏଫ ଯବାନ ଗୁରୁୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତମାନଙ୍କୁ ବାୟୁ ସେନାର ଦୁଇଟି ହେଲିକାପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ,ରାଓଘାଟା ଥାନା ଅନ୍ତର୍ଗତ କୁମହାରି ଗାଁ ନିକଟରେ ଏହିି ଦୁର୍ଘଟଣା ଘଟିଛି । ବିଏସଏଫ ୧୬୨ ବାଟାଲିଆନର ଯବାନମାନେ ନାରାୟଣପୁରରୁ ଏକ ଭ୍ୟାନରେ ବସି କୋଣ୍ଡାଗାଁ ଯାଇଥିବାବେଳେ ଜଙ୍ଗଲ ରାସ୍ତାର ଏହି ଦୁର୍ଘଟଣା ହୋଇଥିବା ସୂଚନା ଦେଇଛନ୍ତି ନାରାୟଣପୁରପୁ ଏସପି ପୁଷ୍କର ଶର୍ମା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri