ଉତ୍ସବରେ ନାଚି ନାଚି ଗୁଳି ଚଲାଉଥିଲେ, ଚାଲିଗଲା ୧୭ ଜୀବନ

କାବୁଲ,୪।୯: ପଞ୍ଜଶିର ପ୍ରଦେଶକୁ ଦଖଲ କରିବା ସହ ପୂରା ଆଫଗାନିସ୍ତାନକୁ କବ୍‌ଜା କରି ନେଇଛି ତାଲିବାନ୍‌। ଏଥି ଲାଗି ଦେଶର ବିଭିନ୍ନ ପ୍ରଦେଶରେ ଉତ୍ସବର ମାହୋଲ। ମାତ୍ର ଉତ୍ସବ ମନାଉଥିବା ତାଲିବାନୀମାନେ ନାଚି ନାଚି ଖୋଲା ଗୁଳି ଚଲାଉଛନ୍ତି। ଏଥି ଯୋଗୁ ବିଭିନ୍ନ ପ୍ରଦେଶରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି।

ଅମୁହଁା ଗୁଳି ବର୍ଷଣରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ଆହତ ହୋଇଛନ୍ତି। ରାଜଧାନୀ କାବୁଲର ପୂର୍ବରେ ଥିବା ନାଙ୍ଗରହାର ପ୍ରଦେଶରେ ଉତ୍ସବ ସମୟ ଅତିକମ୍‌ରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ସ୍ପଷ୍ଟ କରିଛନ୍ତି ନାଙ୍ଗରହାର ପ୍ରଦେଶର ରାଜଧାନୀ ଜାଲାଲାବାଦ୍‌ସ୍ଥିତ ହସ୍ପିଟାଲ ପ୍ରବକ୍ତା ଗୁଲଜାଦା ସଙ୍ଗାର।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍‌ଙ୍କ ଧମକ, ପଦରୁ ହଟାଇଲେ ହେବି ଭୟଙ୍କର…

ଇସଲାମାବାଦ୍‌, ୨୪।୧ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିରୋଧି ଦଳମାନଙ୍କୁ ଧମକ ଦେଇଛନ୍ତି ଯେ ଯଦି ସେ ଇସ୍ତଫା ଦେବାକୁ ବାଧ୍ୟ ହୁଅନ୍ତି ତେବେ...

ମହାକାଶରେ ‘ଚ୍ୟାଲେଞ୍ଜ’ର ଶୁଟିଂ

ମସ୍କୋ, ୫ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍‌ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍‌ରେ ଫିଲ୍ମ ଶୁଟିଂ ଦୃଶ୍ୟ।...

ନେଟ୍‌ ସ୍ବାଧୀନତା ସଙ୍କୁଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ବିଶ୍ୱର ବହୁ ରାଷ୍ଟ୍ରରେ ଇଣ୍ଟରନେଟ୍‌ ବ୍ୟବହାରକାରୀମାନଙ୍କୁ ଜେଲ ଯିବାକୁ ପଡ଼ୁଛି। କେତେକ ଦେଶରେ ୟୁଜର୍ସ ନିଜ ପୋଷ୍ଟକୁ ନେଇ ଆକ୍ରମଣର ଶିକାର ହେଉଛନ୍ତି। ବିଶେଷକରି...

ତାଲିମ୍‌ ପାଇଁ ଭାରତକୁ ସୈନ୍ୟ ପଠାଇବାକୁ ଚାହୁଁଛି ଆଫଗାନିସ୍ତାନ…

କାବୁଲ, ୪।୬ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ଦେଶର ସ୍ଥିତି ଅସ୍ଥିର ଏବଂ ଦୁର୍ବଳ ରହିଛି। ଆଫଗାନିସ୍ତାନକୁ କ୍ଷୁଧା ଏବଂ ରୋଗର ସଙ୍କଟରୁ...

୯ ଦିନ ପରେ କରୋନା ଆକ୍ରାନ୍ତଙ୍କଠାରୁ ହୁଏନା ସଂକ୍ରମଣ

ଲଣ୍ଡନ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କଠାରୁ ସଂକ୍ରମଣ କେତେ ଦିନ ପର୍ଯ୍ୟନ୍ତ ହୋଇଥାଏ ସେ ସମ୍ପର୍କରେ ନୂଆ...

କାର୍ଯ୍ୟକ୍ଷେତ୍ରରେ ଚଷମା ପିନ୍ଧିପାରିବେନି ମହିଳା

ଜାପାନରେ ଏକ ଅଜବ ନିୟମ ଲାଗୁ ହୋଇଛି। ଏଠାରେ କର୍ମକ୍ଷେତ୍ରରେ ମହିଳାମାନେ ଚଷମା ପିନ୍ଧିପାରିବେନି। କେତେକ ବେସରକାରୀ କମ୍ପାନୀ ଏଭଳି ନିୟମ ଲାଗୁ କରିଛନ୍ତି। ଏହା...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରୁ ପାକ୍‌

ଜେନେଭା,୨୯ା୨(ପି.ଟି.): ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାକିସ୍ତାନ ପାଣ୍ଠି ଯୋଗାଣ ବନ୍ଦ କରୁ। ଏଥିସହିତ ସେଠାରୁ କାର୍ଯ୍ୟ କରୁଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରିବା ପାଇଁ ଜାତିସଂଘରେ ପାକିସ୍ତାନର...

ନିର୍ମାଣ ହେବ ଭାସମାନ ସହର, ଜାତିସଂଘ ଯୋଗାଇବ ସହାୟତା…

ସିଓଲ,୨୦।୧୧: ପ୍ରାୟ ଦୁଇ ବର୍ଷ ପୂର୍ବେ ବିଲଡର୍ସ, ଇଞ୍ଜିନିୟର୍‌ ଏବଂ ସ୍ଥପତିମାନଙ୍କର ଏକ ଗୋଷ୍ଠୀ ମିଳିତ ଜାତିସଂଘରେ ଏକ ଉଚ୍ଚାଭିଳାଷୀ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।...

Advertisement
Archives

Model This Week