ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି, ୫୮ ବର୍ଷୀୟ ମହିଳା, ବୌଦ୍ଧର ୧୨ ବର୍ଷର ନାବାଳିକା, ଭୁବନେଶ୍ୱରର ୬୩ ବର୍ଷୀୟ ବୃଦ୍ଧ, ୧୦୨ ବର୍ଷୀୟ ବୃଦ୍ଧା, ୭୩ ବର୍ଷୀୟ ବୃଦ୍ଧ, ୬୦ ବର୍ଷୀୟ ବୃଦ୍ଧ, ଢ଼େଙ୍କାନାଳର ୫୦ ବର୍ଷୀୟ ମହିଳା, କଳାହାଣ୍ଡିର ୬୦ ବର୍ଷୀୟ ବୃଦ୍ଧ, ସମ୍ବଲପୁରର ୫୩ ବର୍ଷୀୟ ମହିଳା,୬୩ ବର୍ଷୀୟ ବୃଦ୍ଧ, ୫୮ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ର ୫୫ ବର୍ଷୀୟ ବ୍ୟକ୍ତି, ୨୮ ବର୍ଷୀୟ ଯୁବତୀ, ୩୬ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଗଲା ୪ ଜୀବନ: ୧୧ ଜିଲାର ୨୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,(ବ୍ୟୁରୋ)ଡେରାବିଶ/ ପାଟକୁରା/ ନିରାକାରପୁର/ ନିଶ୍ଚିନ୍ତକୋଇଲି (ସ୍ବ.ପ୍ର./ଡି.ଏନ୍‌.ଏ.),୧୪।୯: ଲଘୁଚାପ ଜନିତ ବର୍ଷା ଶନିବାର ରାତିରୁ ରାଜ୍ୟରେ ଲାଗି ରହିଛି। ରାଜ୍ୟର ୧୧ ଜିଲା ପ୍ରଭାବିତ ହୋଇଛି। ବିଶେଷକରି...

ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଯାଉଛି: ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆଇନ ଆଗରେ ସାନ ବଡ଼ କିଛି ନାହିଁ। ପରୀ ଜଣେ ଗରିବ ଅଟୋ ଡ୍ରାଇଭରଙ୍କ ଝିଅ ଥିଲା। ପରୀ ଅପହରଣ ଓ ହତ୍ୟା ଛୋଟ ଘଟଣା...

ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

  ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ...

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି ।...

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ...

ମଲ୍‌ ପାଇଁ କାଟିଦେଲେ ବର, ନିମ୍ବ ଗଛ: ତିନି ଦିନ ପରେ ଖୋର୍ଦ୍ଧା ବନ ବିଭାଗର ଚେତା ପଶିଲା

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା- ନୟାଗଡ ୫୭ ନଂ ଜାତୀୟ ରାଜପଥ ଖୋର୍ଦ୍ଧା କ୍ଲବ ନିକଟରେ ଏକ ନିର୍ମାଣାଧିନ ଶପିଂ ମଲ ସମ୍ମୁଖ ରାସ୍ତାକଡରେ ଥିବା ବହୁ...

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ...

ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି।...

Advertisement
Archives

Model This Week