୧୭ ନାଇଜର ସେନା ମୃତ

ନିୟାମେ,୧୬ା୮: ବୁର୍କିନା ଫାସୋ ସୀମାନ୍ତରେ ଥିବା ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ୧୭ ନାଇଜର ସେନା ପ୍ରାଣ ହରାଇଛନ୍ତି। ଏନେଇ ବୁଧବାର ନାଇଜରର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।

ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି, ଟୋରୋଡି କମ୍ୟୁନିଟି ନିକଟରେ ନାଇଜର ସେନାର ଏକ ୟୁନିଟ୍‌ ଆକ୍ରମଣ କରିଥିଲା। ଏହି ସମୟରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଥିଲେ।
ନାଇଜର ସେନା ଉପରେ ଏହି ଆତଙ୍କକାବାଦୀମାନେ ତତ୍‌କ୍ଷଣାତ ଆକାଶ ଏବଂ ସ୍ଥଳପଥ କୌଶଳକ ବ୍ୟବହାର କରିଥିଲେ। ଫଳରେ ଜୋର୍‌ଦାର ସଂଘର୍ଷ ଘଟିଥିଲା। ଘଟଣାସ୍ଥଳରେ ଥିବା ସୈନିକମାନେ ଶତ୍ରୁମାନଙ୍କୁ ଉପଯୁକ୍ତ ଜବାବ ବି ଦେଇଥିଲେ। ତଥାପି ଏଥିରେ ନାଇଜରର ୧୭ ଜଣ ସୈନିକ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri