୧୭ ଓଏଏସ୍‌ ଅଫିସରଙ୍କୁ ୫ ଜିଲାର କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍‌ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର ଦାୟିତ୍ୱ ପ୍ରଦାନ କରିଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଓଏଏସ୍‌ ଅଧିକାରୀମାନେ ସମ୍ପୃକ୍ତ ଜିଲା ପ୍ରଶାସନ ଅଧୀନରେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ନୂଆପଡ଼ା ଜିଲା ପାଇଁ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ୍‌ ପ୍ରଧାନ, ଚିତ୍ରସେନ୍‌ ପଶାୟତ, ନୃପରାଜ ସାହୁ, ହେମନ୍ତ କୁମାର ସିଂହ ଏବଂ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳାଇଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବଲାଙ୍ଗୀର ଜିଲା ଲାଗି ଦୀପକ ରଞ୍ଜନ ଦାସ, ରଶ୍ମୀରଞ୍ଜନ ନାୟକ ଏବଂ ଶ୍ୱେତ କୁମାର ଦାସଙ୍କୁ ନିଯୁକ୍ତ ମିଳିଛି। ଏହାସହ ବରଗଡ଼ ଜିଲା ପାଇଁ ମହେଶ୍ୱର ପାଣିଗ୍ରାହୀ, ଶୁଭାଶିଷ ମାନସିଂ ଏବଂ ମନ୍ଦରଧର ମହାଲିକଙ୍କୁ ନିଯୁକ୍ତି ମିଳିଛି। ବିଶିକେଶନ ଦେହୁରୀ ଏବଂ ବୈତୁର ଦୀପଙ୍କୁ ସମ୍ବଲପୁର ଦାୟିତ୍ୱ ମିଳିଛି। ସୁନ୍ଦରଗଡ଼ ଜିଲା ପାଇଁ ଦୁର୍ଗାପ୍ରସାଦ ମହାପାତ୍ର, ଅଯୋଧ୍ୟାକାନ୍ତ ଶତପଥୀର, ତ୍ରିଲୋଚନ ମହାନ୍ତି ଏବଂ ମଧୁସୂଦନ ବେହେରାଙ୍କୁ ସରକାର ନିୟୋଜିତ କରିଛନ୍ତି। ସମ୍ପୃକ୍ତ ଜିଲାଗୁଡ଼ିକର ଜିଲାପାଳଙ୍କୁ ଏହି ଓଏଏସ୍‌ ଅଧିକାରୀମାନେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା

ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ...

ଉନ୍ମୋଚିତ ହେଲା କୋସଲୀ ଲଖିଁପୁରାନ

ବଲାଙ୍ଗୀର ଅଫିସ, ୪ା୧୨ କୋସଲୀ ଭାଷାରେ ଲିଖିତ ଯୁବକବି ଅକ୍ଷୟ ସରାଫଙ୍କ ଲିଖିତ ଲଖିଁପୁରାନ ବଲାଙ୍ଗୀର ଯାଦବ ଭବନଠାରେ ମାଣବସା ଗୁରୁବାର ଦିନ ଉନ୍ମୋଚିତ ହୋଇଯାଇଛି...

୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର...

‘ଦିଲ୍ଲୀ ହାଟ୍‌’ ଭଳି ଭୁବନେଶ୍ୱରରେ ହେବ ସ୍ବତନ୍ତ୍ର ହାଟ

ଭୁବନେଶ୍ୱର, ୬।୧୨(ବ୍ୟୁରୋ):ରାଜ୍ୟରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ଭୁବନେଶ୍ୱରରେ ଖୋଲିବ ସ୍ବତନ୍ତ୍ର ହାଟ। ଦିଲ୍ଲୀର ଅର୍ବାନ ହାଟ୍‌...

ମନ୍ଦିରରୁ ଚୋରି ହେଲା ଠାକୁରଙ୍କ ମୁକୁଟ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଜାନୁଗଞ୍ଜ ସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଦାନବାକ୍ସକୁ ଭାଙ୍ଗି ଟଙ୍କା ନେଇ ବାହାରେ...

ଜଗାର ସ୍ବାସ୍ଥ୍ୟ ପରୀକ୍ଷା କରିବେ ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍‌

କଟକ ଅଫିସ, ୧୮।୬: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଜଗାକୁ କଟକ ବଡ଼ ମେଡିକାଲ(ଏସସିବି)ରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର କାଜୁଆଲିଟି ଟ୍ରମା କେୟାର ୟୁନିଟର ସ୍ବତନ୍ତ୍ର...

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ...

ଶିକ୍ଷା ହିଁ ଜୀବନରେ ବଡ଼ ପରିବର୍ତ୍ତନ ଆଣେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ବାଲେଶ୍ବର ଜିଲା ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ...

Advertisement
Archives

Model This Week