Posted inଜାତୀୟ

ନିର୍ବାଚନି ରାଜ୍ୟ ରାଜସ୍ଥାନରେ ରାଜନୈତିକ ଉଷ୍ମତା, କେତେଜଣ ପୂର୍ବତନ ପ୍ରଶାସନିକ ଅଧିକାରୀ ଯୋଗଦେଲେ ଭାଜପାରେ

ଜୟପୁର,୨୪।୮: ଆଜି ରାଜସ୍ଥାନ ଭାଜପାରେ ମୋଟ ୧୭ଜଣ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ କେତେଜଣ ନେତା ଏବଂ ପୂର୍ବତନ ପ୍ରଶାସନିକ ଅଧିକାରୀ ମଧ୍ୟ ଅଛନ୍ତି। ଯେଉଁଥିରେ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ରାୟଗର ମହାସଭାର ରାଷ୍ଟ୍ରୀୟ ସଭାପତି ଭଓ୍ବଁରଲାଲ ନଭଲ, ବୀରୱା ମହାସଭାର ପ୍ରଦେଶ ଉପାଧ୍ୟକ୍ଷ ଲାଲାରାମ ବୈରଓ୍ବା, ପୂର୍ବତନ ପ୍ରଶାସନିକ ଅଧିକାରୀ କୈଳାଶ ଭର୍ମା, ଅବସରପ୍ରାପ୍ତ ଆଇଏଏସ ହନୁମାନ ସିଂ ଭାଟି, ପୂର୍ବତନ ଆଇପିଏସ ଡକ୍ଟର ମହେଶ ଭରଦ୍ୱାଜ, କୁଓ୍ବଁର ରାଓ ଗଗନ ସିଂ, ଅବସରପ୍ରାପ୍ତ କମିଶନର ଓମପ୍ରକାଶ ମୀନା, ଅବସରପ୍ରାପ୍ତ ଡିଇଓ ରାଜାରାମ ମୀନା, ଅବସରପ୍ରାପ୍ତ ଶିକ୍ଷା ନିର୍ଦ୍ଦେଶକ ବାହାଦୂର ସିଂ ଗୁର୍ଜର, ଓମପ୍ରକାଶ ବାଗଡା, ଅବସରପ୍ରାପ୍ତ ଆୟକର କମିଶନର ନରେନ୍ଦ୍ର ଗୌଡ, ଭୁଦେବ ଦେବଡା, ଦୟାନନ୍ଦ ସକ୍ରାୱାଲ, ଅବସରପ୍ରାପ୍ତ ପୋଲିସ ଅଧିକାରୀ ଖେମରଜ ଖୋଲିଆ, ଧନେଶ୍ୱର ଆହାରୀ ଏବଂ ପ୍ରଶାସନିକ ସେବାର ମାତାରାମ ରିନୱା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?