Posted inଖେଳ

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌ ଗେମ୍‌ରେ ସେ ସର୍ବକନିଷ୍ଠ ଖେଳାଳି ଭାବେ ଜାତୀୟ ଦଳ ପାଇଁ ଖେଳିଥିଲେ।

ଚେକ୍‌ରିପବ୍ଲିକର ରବିବାର ଖେଳାଯାଇଥିବା ମ୍ୟାଚ ୨-୧ଗୋଲରେ ବିଜୟ ଲାଭ କରିଥିଲା। ସୋଚୁରେକ୍‌ ଏହି ମ୍ୟାଚରେ ଜଣେ ବଦଳ ଖେଳାଳି ଭାବେ ଖେଳିଥିଲେ। ଏହି ମ୍ୟାଚ ପରେ କୋଚ୍‌ ମିରୋସ୍ଲାମ ଚେକ୍‌ ରିପବ୍ଲିକର ଚୂଡ଼ାନ୍ତ ୨୬ ଜଣିଆ ଦଳରେ ତାଙ୍କୁ ସାମିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri