Posted inଫୁରସତ

କୋଲ୍ଡ ଡ୍ରିଙ୍କ୍‌ସ ପିଇ ୧୭ ବର୍ଷ

ତେହରାନ: କୁହାଯାଏ କି କୋଲ୍ଡ ଡ୍ରିଙ୍କ୍‌ସ ଅଧିକ ମାତ୍ରାରେ ପିଇବା କଥା ନୁହେଁ। ତାହା ଆମ ଶରୀର ଉପରେ ଖରାପ ପ୍ରଭାବ ପକାଇଥାଏ। ହେଲେ ଲୋକେ ତାଙ୍କୁ ବେଶ୍‌ ପସନ୍ଦ କରିଥାନ୍ତି। କିନ୍ତୁ କେହି କ’ଣ ତାକୁ ଦୈନନ୍ଦିନ ପିଇବାକୁ ପସନ୍ଦ କରିବେ? ତେବେ ଏପରି ଜଣେ ବ୍ୟକ୍ତି ଅଛନ୍ତି, ଯିଏକି ଦୀର୍ଘ ୧୭ ବର୍ଷ ହେବ କେବଳ କୋଲ୍ଡ ଡ୍ରିଙ୍କ୍‌ସ୍‌ ପିଉଛନ୍ତି। ତାଙ୍କର କୌଣସି ରୋଗ ମଧ୍ୟ ନାହିଁ। ଇରାନର ବାସିନ୍ଦା ଘୋଲମରେଜା ଆର୍ଡେସିରି ଏପରି କିଛି କରୁଛନ୍ତି। ତାଙ୍କ କହିବା କଥା, ସେ ୧୭ ବର୍ଷ ହେବ ଭାତ ଖାଇନାହାନ୍ତି। ସେ ପୂରା ଦିନ ପେପ୍‌ସି ଏବଂ ସେଭେନ୍‌ ଅପ୍‌ ପିଇ ବିତାଇ ଦିଅନ୍ତି। ଏଥିପାଇଁ ସେ ସୁସ୍ଥ ଜୀବନ ବଞ୍ଚିଥିବା କହିଛନ୍ତି। ସେ ଶେଷ ଥର ପାଇଁ ୨୦୦୬ରେ ଭାତ ଖାଇଥିଲେ। ହେଲେ ଖାଇବା ପ୍ରତି ତାଙ୍କର ସେପରି କିଛି ଇଚ୍ଛା ନ ଥିଲା, ସେଥିପାଇଁ ସେ ଖାଦ୍ୟ ବଦଳରେ କୋଲ୍ଡ ଡ୍ରିଙ୍କ୍‌ସ୍‌ ପିଇବା ଆରମ୍ଭ କଲେ। ଘୋଲମରେଜା ତାଙ୍କର ଏପରି ଜୀବନଶୈଳୀକୁ ଲୋକଙ୍କ ସହ ଶେୟାର କରିଛନ୍ତି। ସେ କହିଛନ୍ତି, କେବଳ କୋଲ୍ଡ ଡ୍ରିଙ୍କ୍‌ସ୍‌ ପିଇ ସେ ସୁସ୍ଥ ଅଛନ୍ତି। ଯଦି ସେ ଖାଦ୍ୟ ଖାଉଛନ୍ତି ତେବେ ତାଙ୍କର ବାନ୍ତି ହୋଇଯାଏ। ସେ କୌଣସି ପ୍ରକାର ଖାଦ୍ୟ ଖାଇଲେ ତାଙ୍କୁ ଲାଗେ ଯେପରି ତାଙ୍କ ପେଟରେ ଏକ ଚୁଟି ପଶିଯାଇଛି। ସେ ଏଥିପାଇଁ ଡାକ୍ତରଙ୍କୁ ମଧ୍ୟ ଦେଖାଇଛନ୍ତି। ଏହା ତାଙ୍କର ମନର ଭ୍ରମ ବୋଲି ଡାକ୍ତର କହି ଅନ୍ୟ ଡାକ୍ତରଙ୍କୁ ଦେଖାଇବାକୁ କହିଥାନ୍ତି। ଅନେକ ଥର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ମଧ୍ୟ ତାଙ୍କର କିଛି ରୋଗ ନ ଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri