କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୪ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ାରୁ ୧୧ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବରଗଡ଼ ୨, ଭଦ୍ରକ ୪, ବଲାଙ୍ଗୀର ୩, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୩, ଜଗତସିଂହପୁର ୭, ଯାଜପୁର ୮, ଝାରସୁଗୁଡ଼ା ୧, କେନ୍ଦୁଝର ୨, ମୟୂରଭଞ୍ଜ ୩, ପୁରୀ ୧, ସମ୍ବଲପୁର ୯, ସୋନପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୨,୯୯୩ରେ ପହଞ୍ଚିଥିବା ବେଳେ ୧୦,୩୦,୮୮୯ଜଣ ସୁସ୍ଥ ହୋଇଛନ୍ତି। ୩୬୫୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ...

ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଫେକ୍‌ ସିମ୍‌କାର୍ଡ ମାମଲା: ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମ୍‌କାର୍ଡ ଜାଲିଆତି ମାମଲାରେ ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ। ଏଥିପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାରଠାରୁ...

ପୁଅକୁ ତଣ୍ଟି ଚିପି ହତ୍ୟା: ହସ୍ପିଟାଲରେ ଗଲା ମା’ଙ୍କ ଜୀବନ

ଆନନ୍ଦପୁର,୧୫।୭ : କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଜଗନ୍ନାଥପୁର ଗ୍ରାମର ବିଶ୍ୱଜିତ୍‌ ପ୍ରଧାନଙ୍କ ସ୍ତ୍ରୀ ମୋନାଲିସା ଗତ ମଙ୍ଗଳବାର ନିଜ ୫ ବର୍ଷର...

ପାର୍ଲାମେଣ୍ଟରେ ବେଶି ଘୁ ଘା ହେଉଛି

ଓଡ଼ିଶାରେ ନାରୀ ସଶକ୍ତୀକରଣ କ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିଥିବା ପ୍ରମିଳା ବିଶୋଇ ଏବେ ଆସ୍କାର ବିଜେଡିର ଲୋକ ସଭା ସଦସ୍ୟ। ଜୀବନ କ’ଣ...

ଗଡ଼ ବଞ୍ଚାଇବାକୁ ବିଜେଡିର ଉଦ୍ୟମ

ଆରଡ଼ି,୧୧।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ୧ ନଂ. ଜିଲା ପରିଷଦ ଜୋନ୍‌ରେ ଏଥର ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ସାଧାରଣ ବର୍ଗର ପ୍ରାର୍ଥୀମାନେ...

ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର,୨୩।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଆହୁରି ଘନୀଭୂତ ହେବାରେ ଲାଗିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ଦିଗରେ...

ଅପ୍ରମୟୀଙ୍କ ଗୋଟିଏ ଫୋନ୍‌ କଲ୍‌ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ

କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍‌ କଲ୍‌ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି।...

Advertisement
Archives

Model This Week