କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୪ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ାରୁ ୧୧ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବରଗଡ଼ ୨, ଭଦ୍ରକ ୪, ବଲାଙ୍ଗୀର ୩, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୩, ଜଗତସିଂହପୁର ୭, ଯାଜପୁର ୮, ଝାରସୁଗୁଡ଼ା ୧, କେନ୍ଦୁଝର ୨, ମୟୂରଭଞ୍ଜ ୩, ପୁରୀ ୧, ସମ୍ବଲପୁର ୯, ସୋନପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୨,୯୯୩ରେ ପହଞ୍ଚିଥିବା ବେଳେ ୧୦,୩୦,୮୮୯ଜଣ ସୁସ୍ଥ ହୋଇଛନ୍ତି। ୩୬୫୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri