ଭଦ୍ରକରେ ୧୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୯ା୮: ଭଦ୍ରକ ଜିଲାରେ ବୁଧବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪ରେ ପହଞ୍ଚିଛି। ଆଜି ଚି଼ହ୍ନଟମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ୧୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୮ ଜଣ ସୁସ୍ଥ ହୋଇଥିବା ବେଳେ ୭୨୧ ଜଣ ଚିକିତ୍ସିତ ହେଉଛନ୍ତି। ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ କହିଛନ୍ତି। ତେବେ ଅଧିକ ସ୍ବାବ୍‌ ପରୀକ୍ଷା ହେଉଥିବାରୁ ରୋଗୀଙ୍କ ସଂଖ୍ୟା ବଢୁଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ

କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ...

ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୬।୧୦: ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ...

ପରିବେଶ ପ୍ରଦୂଷଣ ରୋକିବାକୁ ଆଇଟିଆଇ ଛାତ୍ରଙ୍କ ପ୍ରୟାସ: ନିର୍ମାଣ କଲେ ‘ଇ-ସାଇକେଲ’

ବ୍ରହ୍ମପୁର ଅଫିସ,୧୫ା୧-ବିସ୍ମୟ ସୃଷ୍ଟି କଲେ ଆଇଟିଆଇ ଛାତ୍ର। ପରିବେଶ ପ୍ରଦୂଷଣ ରୋକିବା, ପ୍ରାକୃତିକ ତୈଳଜାତ ଦ୍ରବ୍ୟର ଅପଚୟ ରୋକିବାକୁ ନିର୍ମାଣ କଲେ ‘ଇ-ସାଇକେଲ’। ସାଇକେଲରେ ୧୨...

ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ

ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍‌ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଆଗକୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ଭୂତାଣୁ ଭାରତରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟକୁ ଆସିଥିବା ଆଶଙ୍କା କରାଯାଉଥିବାବେଳେ ଆଗାମୀ ଦିନରେ ସୃଷ୍ଟି ହେବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ...

ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ପାତ୍ରପୁର,୧୧ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ...

ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ...

Advertisement
Archives

Model This Week