ଭଦ୍ରକରେ ୧୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୯ା୮: ଭଦ୍ରକ ଜିଲାରେ ବୁଧବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪ରେ ପହଞ୍ଚିଛି। ଆଜି ଚି଼ହ୍ନଟମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ୧୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୮ ଜଣ ସୁସ୍ଥ ହୋଇଥିବା ବେଳେ ୭୨୧ ଜଣ ଚିକିତ୍ସିତ ହେଉଛନ୍ତି। ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ କହିଛନ୍ତି। ତେବେ ଅଧିକ ସ୍ବାବ୍‌ ପରୀକ୍ଷା ହେଉଥିବାରୁ ରୋଗୀଙ୍କ ସଂଖ୍ୟା ବଢୁଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଭାଗବଣ୍ଟାରୁ ସାନ ଭାଇଙ୍କୁ ହତ୍ୟା

ଧରାକୋଟ,୧୧ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡଗଡ଼ ଥାନା ଅଧୀନ ଜଗନ୍ନାଥପୁର ଶାସନ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ନିଲୁ ବିଷୋୟୀଙ୍କୁ ହତ୍ୟା...

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ...

କଳା ଟଙ୍କାରେ ଭୋଟ କିଣିବା ଥିଲା ଯୋଜନା: ଭାଜପା ନେତା

ଛତ୍ରପୁର,୧୧।୧୨(ସନ୍ତୋଷ ପାଢ଼ୀ ): କେନ୍ଦ୍ରୀୟ ଆୟକର ବିଭାଗ ଓଡ଼ିଶାରେ ଜବତ କରିଥିବା କଳା ଟଙ୍କାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଯେଉଁଭଳି ଭାବେ ଓଡ଼ିଶାରେ ବିଜେଡି...

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୧୧।୧୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମାରେ ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ସକାଳେ ଡ଼ାମବାମ...

ରଶି ଲଗାଇ ଜୀବନ ହାରିଲେ ଶିକ୍ଷକ: କାରଣ ଖୋଜୁଛି ପୋଲିସ

ଲାଞ୍ଜିଗଡ଼,୧୧।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୂପା ଫାଣ୍ଡି ଅଧୀନ କାଉଗୁଡା ଗ୍ରାମରେ ସୋମବାର ଜଣେ ଶିକ୍ଷକ ଘରେ ରଶି...

ଷଷ୍ଠ ଦିନରେ ଆୟକର ବିଭାଗର ଚଢାଉ: ଭାଟି ମ୍ୟାନେଜରଙ୍କୁ ପଚରାଉଚରା

ବଲାଙ୍ଗୀର,୧୧।୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି...

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ  ଏସିଡ୍‌ ମାଡ଼...

ପ୍ରାତଃଭ୍ରମଣରେ ଯାଇଥିବା ବେଳେ ବୃଦ୍ଧଙ୍କ ଗଳାକାଟି ହତ୍ୟା

ବ୍ରହ୍ମପୁର,୧୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ଦ୍ବିତୀୟ ଲାଇନ୍‌ରେ ସୋମବାର ଏକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବୃଦ୍ଧଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri