Posted inଜାତୀୟ

ଚାଷୀଙ୍କ ଖାତାକୁ ଯିବ ୧୭ ହଜାର କୋଟି: ସରକାର କଲେ ଘୋଷଣା

ନୂଆଦିଲ୍ଲୀ, ୯।୮: ଦେଶରେ ଚାଷୀଙ୍କ ହାତମୁଠାକୁ ଟାଣ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ଅବ୍ୟାହତ ରହିଛି। ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷଷ୍ଠ କିସ୍ତିରେ ୧୭ ହଜାର ଶହେ କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଥିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହାଦ୍ୱାରା ୮କୋଟି ୫୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହୋଇପାରିବେ। ଏଗ୍ରିକଲଚର ଇନଫ୍ରାଷ୍ଟ୍ରକଚର ଫଣ୍ଡ୍‌ ଅର୍ନ୍ତଗତ ଏକ ଲକ୍ଷ କୋଟିର ଆର୍ଥିକ ଘୋଷଣା ପ୍ରଧାନମନ୍ତ୍ରୀ କରିଛନ୍ତି। ବଳରାମ ଜୟନ୍ତୀ, ହଲଛଟ୍‌ ଏବଂ ଦାଓ ଜନ୍ମୋତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଏହି ଘୋଷଣା କରି ଚାଷୀଙ୍କ ଆର୍ଥିକ ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିଛନ୍ତି। କରୋନା ମହାମାରୀ ସଙ୍କଟ ସମୟରେ ଏହାଦ୍ୱାରା ଗ୍ରାମୀଣ ଚାଷୀଙ୍କ ସ୍ଥିତିରେ ସୁଧାର ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅଧିକାରୀ ଦେବେ ସମ୍ପତ୍ତି ହିସାବ, ସ୍ପାରୋ ପୋର୍ଟାଲ ପ୍ରସ୍ତୁତି ଶେଷ…

ଲକ୍ଷ୍ନୌ, ୯।୬ : ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ ପାଳିରେ ଉତ୍ତରପ୍ରଦେଶରେ ଦୁର୍ନୀତି ରୋକିବା ପାଇଁ ଏକ ଅଭିଯାନ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ମନ୍ତ୍ରୀମାନଙ୍କୁ...

ଟୁଇନ୍ସ ବେବିଙ୍କୁ ଧରି ମୁମ୍ବାଇରେ ପହଞ୍ଚିଲେ ଇଶା ଅମ୍ବାନୀ: ଗ୍ରାଣ୍ଡ ଓ୍ବେଲକମ୍‌ ପାଇଁ ଏୟାରପୋର୍ଟରେ ପହଞ୍ଚିଲେ ପୁରା ପରିବାର

ମୁମ୍ବାଇ,୨୪।୧୨: ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଝିଇ ଇଶା ଅମ୍ବାନୀ ନିକଟରେ କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ରେ ଯାଆଁଳା ସନ୍ତାନଙ୍କୁ...

ପ୍ରଚାରରେ ଇମୋସନାଲ କାର୍ଡ ଖେଳିଲେ ସିଦ୍ଧୁଙ୍କ ଲଳନା

ଅମୃତସର,୧୧।୨: ବିଧାନସଭା ନିର୍ବାଚନ ପାଇଁ ପଞ୍ଜାବ ରାଜନୀତି ସରଗରମ ହୋଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାର୍ଥୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହିକ୍ରମରେ ପଞ୍ଜାବ ଅମୃତସରର...

ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍‌ ଆସନ ବୁଝାମଣା

କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍‌) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା...

ଏସପି ନେତାଙ୍କ ବିବାଦୀୟ ବୟାନ୍‌: ସ୍ତ୍ରୀଙ୍କୁ ଗୁଳି ମାରିଦେବାଠାରୁ ଭଲ ତିନି ତଲାକ

ନୂଆଦିଲ୍ଲୀ, ୨୫।୭: ମୁସଲମାନ ମହିଳାଙ୍କ ସୁରକ୍ଷା ପାଇଁ ସଂସଦରେ ଆଗତ ହେବାକୁ ଥିବା ତିନି ତଲାକ ବିଲ୍‌କୁ ନେଇ ଗୁରୁବାର ଗୃହରେ ହଙ୍ଗାମା ହୋଇଛି। କେନ୍ଦ୍ର...

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବେଗୌଡା

ବେଙ୍ଗାଲୁରୁ୯।୬; ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ(ସେକ୍ୟୁଲାର) ମୁଖ୍ୟ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କର୍ନାଟକର ରାଜ୍ୟ ସଭା...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ଥରିଲା ହିମାଚଳ ପ୍ରଦେଶ

ସିମ୍‌ଲା,୧୪।୨: ହିମାଚନ ପ୍ରଦେଶର ରବିବାର ଭୁକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୨ ମପାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ବିଳାଶପୁର ବୋଲି ଜଣାପଡିଛି। ଏହି...

Advertisement
Archives

Model This Week