ଗର୍ଭବତୀଙ୍କୁ ଭିଜା ପ୍ରଦାନରେ ଆମେରିକାର କଟକଣା

ଓ୍ବାଶିଂଟନ,୨୪ା୧:‘ପ୍ରଜନନ ପର୍ଯ୍ୟଟନ’ ଉପରେ କଟକଣା ଲଗାଇବାକୁ ଯାଉଛନ୍ତି ଆମେରିକା ସରକାର। ଅନେକ ମହିଳା ପିଲା ଜନ୍ମ କରିବାକୁ ଆମେରିକା ଆସୁଛନ୍ତି, ଯେପରି ସେମାନଙ୍କ ପିଲା ସେଠାର ପାସ୍‌ପୋର୍ଟ ପାଇବାକୁ ଯୋଗ୍ୟ ହୋଇପାରିବ। ଏଭଳି ବ୍ୟବସ୍ଥା ବନ୍ଦ କରିବା ଲାଗି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ଗୁରୁବାର ଏକ ନୂଆ ଭିଜା କଟକଣା ନୀତି ଆଣିଛନ୍ତି। ଉକ୍ତ ନୀତି ଅନୁଯାୟୀ ପିଲା ଜନ୍ମ କରିବାକୁ ଆସୁଥିବା ମହିଳାଙ୍କୁ ଅନ୍ୟାନ୍ୟ ବିଦେଶୀ ରୋଗୀଙ୍କ ଭଳି ବିବେଚନା କରାଯିବ। ସେମାନେ ଚିକିତ୍ସା ପାଇଁ ଆସିଛନ୍ତି ଓ ଅର୍ଥ ପୈଠ କରିଛନ୍ତି ବୋଲି ପ୍ରମାଣ ଦେଖାଇବାକୁ ହେବ। ଶୁକ୍ରବାରଠାରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବାକୁ ଯାଉଛି।


All Right Reserved By Dharitri.Com

ଭାଇରସ୍‌ ଚିହ୍ନିବ ଭାଇରିୟନ

ନ୍ୟୁୟର୍କ: ପ୍ରାଣୀମାନଙ୍କ ଦେହରେ ୧୬.୭ ଲକ୍ଷରୁ ଊର୍ଦ୍ଧ୍ୱ ଅଜଣା ଭାଇରସ୍‌ ରହିଥାନ୍ତି, ଯାହାଦ୍ୱାରା ଅନେକ ସମୟରେ ଲୋକମାନେ ସଂକ୍ରମିତ ହୋଇ ଭୟଙ୍କର ରୋଗର ଶିକାର ହୋଇଥାନ୍ତି।...

କଶ୍ମୀରରୁ କଟକଣା ଉଠାଇବାକୁ ଆମେରିକା କଂଗ୍ରେସରେ ପ୍ରସ୍ତାବ

ଓ୍ବାଶିଂଟନ,୯ା୧୨: ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଉପରେ ଲାଗୁ ହୋଇଥିବା କଟକଣା ତୁରନ୍ତ ହଟାଇବା ସହ ଧର୍ମୀୟ ସ୍ବାଧୀନତା ବଜାୟ ରଖିବା ପାଇଁ ଭାରତକୁ ଅନୁରୋଧ କରିବା ନିମନ୍ତେ...

କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ

କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି।...

ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର

ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌...

ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା

ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା...

ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ

ରୋମ୍‌,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର...

ନେପାଳ ପ୍ରଧାନମନ୍ତ୍ରୀ ଅସୁସ୍ଥ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍‌ସ୍ପନ୍ଦନ ବଢ଼ିଯିବା...

ଚାଇନାରୁ ନିଜ ନାଗରିକଙ୍କୁ ଫେରାଇ ଆଣିବନି ପାକିସ୍ତାନ

ଇସ୍‌ଲାମାବାଦ,୧।୨: ଚାଇନାରେ ଏବେ କରୋନା ଭୂତାଣୁ ମହାମାରୀର ରୂପ ନେଇଛି। ଏବେ ଏଠାକୁ କିଛି ଦେଶ ସେମାନଙ୍କ ବିମାନ ସେବା ବନ୍ଦ କରିଦେଇଥିବା ବେଳେ ଆଉ...

Leave a comment

Your email address will not be published. Required fields are marked *