ଆଇନ ହେଲା ବ୍ରେକ୍‌ଜିଟ ଚୁକ୍ତି

ଲଣ୍ଡନ,୨୫ା୧(ଆଇଏଏନ୍‌ଏସ୍‌): ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି। ଫଳରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ବାହ।ରିଯିବା ପାଇଁ ପଥ ପରିଷ୍କାର ହୋଇଯାଇଛି। ଏନେଇ ଉପବାଚସ୍ପତି ନିଗେଲ ଏଭାନ ଘୋଷଣା କରିବା ପରେ ଏମ୍‌ପିମାନେ ଖୁସି ବ୍ୟକ୍ତ କରିଥିଲେ। ଦୀର୍ଘ ୩ ବର୍ଷର ବିବାଦ ପରେ ବୁଧବାର ରାତିରେ ପାର୍ଲାମେଣ୍ଟ ବିଲ୍‌କୁ ଚୂଡ଼ାନ୍ତ ଅନୁମୋଦନ କରିଥିଲା। ବ୍ରେକ୍‌ଜିଟ ଆଇନକୁ ୟୁରୋପୀୟ ସଂଘ ମଞ୍ଜୁରୀ ଦେବା ପରେ ଯୋଜନା ମୁତାବକ ୩୧ ତାରିଖ ରାତି ୧୧ରେ ବ୍ରିଟେନ ଇୟୁରୁ ବାହାରିଯିବ।


All Right Reserved By Dharitri.Com

ଲଣ୍ଡନରେ ଚିହ୍ନଟ ହେଲେ ସର୍ବକନିଷ୍ଠ କରୋନା ସଂକ୍ରମିତ

ଲଣ୍ଡନ,୧୪।୩: ଉତ୍ତର-ପୂର୍ବ ଲଣ୍ଡନରେ ଜନ୍ମର ମାତ୍ର କେଇ ମିନିଟ୍‌ ପରେ ଜଣେ ଶିଶୁ କରୋନା ଭାଇରସରେ ପୀଡିତ ଥିବା କୁହାଯାଉଛି। ବିଶ୍ୱର ସେ ସର୍ବ କନିଷ୍ଠ...

ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’: ଜଣେ ମୃତ, ୭୦ ଆହତ

ଟୋକିଓ,୧୨।୧୦: ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’ ତାଣ୍ଡବ ରଚିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ ଆହତ ହୋଇଛନ୍ତି। ଶନିବାର ହେଂସୁ ଦ୍ୱୀପରେ ଭୂ-ଭାଗକୁ ପ୍ରବେଶ...

ମାସ୍କ୍‌ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ...

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ...

ଇନ୍‌ଫ୍ରା ରେଡ, ଅଲଟ୍ରା ଭାଓଲେଟ କିରଣ ଯୋଗୁ କମିବ କରୋନା ସଂକ୍ରମଣ!

ଏଥେନ୍ସ,୬ ।୪: ଦୀନ ବଡ ଓ ଗ୍ରୀଷ୍ମର ପ୍ରଭାବ ଅଧିକ ହେଲେ କରୋନା ସଂକ୍ରମଣ କମ୍ ହେବ ବୋଲି କୁହାଯାଉଛି । ବିଶେଷ କରି ଏହାଦ୍ୱାରା...

୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା...

ମହଙ୍ଗା ପଡ଼ିଲା ଭାରତ ସହିତ ପାକିସ୍ତାନର ଶତ୍ରୁତା: ଟମାଟୋ କିଲୋ ୩ଶହ

ଇସ୍‌ଲାମାବାଦ,୧୦।୮: ଜମ୍ମୁ-କଶ୍ମୀରରେ ମୋଦି ସରକାରଙ୍କ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହାପରେ ପାକିସ୍ତାନ ଭାରତରୁ ସବୁ ସମ୍ପର୍କ ଭାଙ୍ଗିବାକୁ...

ଲିଂଗଲିଂଗ ଝଡ଼ର ପ୍ରଭାବରେ କୋରିଆରେ ବ୍ୟାପକ କ୍ଷତି

ସିଓଲ,୭।୯: ଆମେରିକାର ଫ୍ଲୋରିଡାରେ ସାମୁଦ୍ରିକ ଝଡ଼ ଡୋରିଅନ ପ୍ରଭାବରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଏବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ କୋରିଆ ଉପକୂଳରେ ବି ବ୍ୟାପକ...

Leave a comment

Your email address will not be published. Required fields are marked *