ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର କାର୍ଯ୍ୟକାରୀତା ବୃଦ୍ଧି ପାଇଥାଏ। ଫଳରେ ଚିନ୍ତା ଓ ବିଚାର ଶକ୍ତି ବିକଶିତ ହୋଇପାରିଥାଏ। ଏହାଦ୍ୱାରା ଦୃଷ୍ଟିଶକ୍ତି ବଢ଼ିବା ସହିତ ପାଚନ କ୍ରିୟା ଉପରେ ସକାରାତ୍ମକ ପ୍ରଭାବ ପଡେ। ହାଇପୋଥାଲାମସ୍‌ ଏହାଦ୍ୱାରା ସକ୍ରିୟ ହୋଇ ସ୍ବାଭାବିକ ଭାବେ କାର୍ଯ୍ୟ କରିବା ସହିତ ହରମୋନ କ୍ଷରଣକୁ ନିୟନ୍ତ୍ରିତ କରେ।


All Right Reserved By Dharitri.Com

ଡାଏରୀ ଲେଖିଲେ ଦୂର ହେବ ଅବସାଦ

ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍‌...

ସ୍ବାସ୍ଥ୍ୟ ଉପକାରୀ ସପେଟା: ଜିମ୍‌ ଯାଉଥିଲେ ନିଶ୍ଚୟ ଖାଆନ୍ତୁ

ବର୍ତ୍ତମାନର ଯୁବପିଢ଼ି ନିଜକୁ ଫିଟ୍‌ ରଖିବା ପାଇଁ ଜିମ୍‌ ଯାଉଛନ୍ତି। ତେବେ ଜିମ୍‌ ଯାଉଥିବା ସମୟରେ ଖାଦ୍ୟପେୟଜନିତ ଅନେକ କଟକଣା କରାଯାଇଥାଏ। ଏହି ସମୟରେ ଅନେକ...

ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି,...

ଏଚ୍‌ଆଇଭି ଭୂତାଣୁକୁ ନିୟନ୍ତ୍ରଣ କରିବ ଗ୍ଲାଇକୋପଲିମର

ବର୍ତ୍ତମାନ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ରୋଗଗୁଡିକ ମଧ୍ୟରୁ ଏଡ୍‌ସ ଅନ୍ୟତମ। ଏଚ୍‌ଆଇଭି ଭାଇରସ ଯୋଗୁ ଏହି ରୋଗ ହୋଇଥାଏ। ତେବେ ଏଭଳି ଭାଇରସକୁ...

ଏସିଡିଟିର କାରଣ ଚକୋଲେଟ୍‌

ଏବେ ଏସିଡିଟି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିପାଇଁ ମୁଖ୍ୟତଃ ଆମର ଖାଦ୍ୟଦାୟୀ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯେଉଁମାନେ ଖାଦ୍ୟରେ ଖଟାଫଳ, ଆଲକୋହଲ,...

ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ

ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ...

ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ କରନ୍ତୁ ଏପରି…

ଖରାଦିନେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇଥାଏ। ଏଥିରୁ ରକ୍ଷା ପାଇବା ପାଇଁ କେତେକ ସହଜ ଘରୋଇ ଉପାୟ ରହିଛି। ଖରାଦିନେ ପ୍ରତିଦିନ ପିଆଜ ରସ ଚାମୁଚେ...

ଭେଜିଟେବଲ ଆଇସ୍‌ କ୍ୟୁବ୍‌

ଥଣ୍ଡା ଥଣ୍ଡା ଆଇସ୍‌ କ୍ୟୁବ୍‌କୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବି ବ୍ୟବହାର କରିପାରିବେ। ଏହା ବିଭିନ୍ନ ପନିପରିବା ରସରେ ତିଆରି ହୋଇଥିବାରୁ ତ୍ୱଚା ପାଇଁ ବରଦାନ...

Leave a comment

Your email address will not be published. Required fields are marked *