୧୭୧ କିସମ ବିକଶିତ କରିଛି ଓୟୁଏଟି

ଭୁବନେଶ୍ବର,୨୬ା୧୨(ବ୍ୟୁରୋ):ଓୟୁଏଟି ପକ୍ଷରୁ ବର୍ତ୍ତମାନ ଯାଏ ବିଭିନ୍ନ ଫସଲର ୧୭୧ଟି କିସମ ବିକଶିତ ହୋଇଛି। ଚଳିତ ବର୍ଷ କଳିଙ୍ଗ ସୁଆଁ ୧୮ ନାମରେ ଏକ ସୁଆଁ କିସମ ବିକାଶ କରାଯାଇଛି। ଗତ ୨୦୨୧-୨୨ ବର୍ଷରେ ଧାନ, ଚିନାବାଦାମ, ସୁଆଁ, ଆଖୁ, ବିରି, ରାଶି ଓ କପା ଫସଲରେ ୧୫ଟି କିସମ ବିକଶିତ ହୋଇଛି ବୋଲି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଶ୍ବବିଦ୍ୟାଳୟର କୃଷି ଯନ୍ତ୍ରୀମାନେ ଗୋଟିଏ ବଳଦ ଟଣା ବାଜରା ଅମଳ ଯନ୍ତ୍ର ଏବଂ ଗୋଟିଏ କ୍ଷୁଦ୍ର ଶସ୍ୟ ବୁଣିବା ଯନ୍ତ୍ର ବିକଶିତ କରିଛନ୍ତି। ଏହାଛଡ଼ା ‘ଓୟୁଏଟି କଳିଙ୍ଗ ପଲିଶ୍ରୀ’ ନାମରେ ଏକ ରଙ୍ଗିନ୍‌ କୁକୁଡ଼ା ବିକାଶ କରାଯାଇଛି। କୃଷକଙ୍କ ନିକଟରେ ନୂତନ ଜ୍ଞାନକୌଶଳ ପହଞ୍ଚାଇବା ନିମନ୍ତେ ରାଜ୍ୟର ୨୮ଟି ଜିଲାରେ ୩୧ଟି କୃଷି ବିଜ୍ଞାନ କେନ୍ଦ୍ର କାର୍ଯ୍ୟ କରୁଛି। ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରାକୃତିକ କୃଷିର ପ୍ରସାର ନିମନ୍ତେ ୧୦ଟି କୃଷି ବିଜ୍ଞାନ କେନ୍ଦ୍ରରେ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି। ଓଡ଼ିଶା ସରକାରଙ୍କ ସହାୟତାରେ ଧାନଚାଷ ପରେ ପଡ଼ିଆ ପଡ଼ୁଥିବା ୫୦୦ ହେକ୍ଟର ଜମିରେ ଡାଲି ଜାତୀୟ ଫସଲ ଚାଷ ପାଇଁ ଉଦ୍ୟମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri